ହୀରାକୁଦ: ଖୋଲିଲା ଆଉ ଏକ ଗେଟ୍
ସମ୍ବଲପୁର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବାରୁ ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଥିବା ହେତୁ ଆଜି ଆଉ ଏକ ଗେଟ୍ ଖୋଲା ଯାଇଛି। ବର୍ତ୍ତମାନ ମୋଟ୍ ୮ଟି ଗେଟ୍ ଦେଇ ଡ୍ୟାମରୁ ଜଳ ନିଷ୍କାସନ ହେଉଛି।
ସୂଚନା ମୁତାବକ…