Odisha Link
Bridging the Missing Links in Odisha
Browsing Tag

Rain

୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବର୍ଷାର ଲୁଚକାଳି ଖେଳ। ମୌସୁମୀ ବାୟୁ ରାଜ୍ୟରେ ପ୍ରବେଶ କରିଥିବା ସତ୍ତ୍ବେ ଏପର୍ଯ୍ୟନ୍ତ ରାଜ୍ୟରେ ସ୍ବଭାବିକ ବର୍ଷା ହୋଇ ପାରିନାହିଁ। ଏସବୁ ମଧ୍ୟରେ ଆଜି ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର।…

ଆନ୍ଧ୍ର ଉପକୂଳରେ ଘୁର୍ଣ୍ଣିବଳୟ ସକ୍ରିୟ!…

ଓଏଲ୍‌ ବ୍ୟୁରୋ: ଜୁଲାଇ ଆରମ୍ଭରୁ କମିଛି ବର୍ଷାର ପରିମାଣ। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ୧ଜୁନରୁ ୪ ଜୁଲାଇ ୨୦୨୩ ମଧ୍ୟରେ ୧୭୧.୭ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୨୪୭.୪ ମିମି ତୁଳନାରେ ୩୧ ପ୍ରତିଶତ କମ ରହିଛି। ସେହିପରି ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ଦେବଗଡ ଜିଲ୍ଲାରେ…

ରାଜ୍ୟରେ ପ୍ରବଳ ବର୍ଷିବ! ଘଡ଼ଘଡ଼ି ସହ…

ଓଏଲ୍‌ ବ୍ୟୁରୋ: ତାତିରୁ ମିଳିବ ତ୍ରାହି। ସାରା ରାଜ୍ୟକୁ ପୁଣି ଭିଜାଇବ ବର୍ଷା। ଘଡ଼ଘଡ଼ି ସହ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯ଼ାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି…

ରାଜ୍ୟରେ ମୌସୁମୀ ସକ୍ରିୟ,…

ଓଏଲ୍‌ ବ୍ୟୁରୋ: ବର୍ଷାରେ ବେହାଲ ହୋଇଛି ଓଡ଼ିଶା। ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହ ଲଘୁଚାପ ପ୍ରଭାବରେ ସାରା ରାଜ୍ୟର କିଛି ଅଂଚଳରେ ଲଗାଣ ବର୍ଷା ଲାଗିରହିଛି। ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା…

ଆସନ୍ତା ତିନି ଦିନ ପାଇଁ ବର୍ଷା ଆଲର୍ଟ! ୭…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା। ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ତିନି ଦିନ ପାଇଁ ବର୍ଷା ଆଲର୍ଟ। ଆସନ୍ତାକାଲି ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ। ଆସନ୍ତା ୨୪ ଘଣ୍ଟା ପାଇଁ ୭…

ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ଆଶଙ୍କା,…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା। ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ…

ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ,…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ବହିଲାଣି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ବିଶେଷ କରି ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଭୁବନେଶ୍ୱରରେ ଆଜି ଦିନ ୨ଟା ୩୦ ସୁଦ୍ଧା ୯୦.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଦିନ ସାଢେ ୧୧ଟା…

ଗୋଟେ ପଟେ ଅସହ୍ୟ ତାତି, ଅନ୍ୟପଟେ…

ଓଏଲ୍‌ ବ୍ୟୁରୋ: ଗୋଟେ ପଟେ ରାଜ୍ୟରେ ପୁଣି ଅସହ୍ୟ ହେଲାଣି ତାତି। ବଢ଼ିବାରେ ଲାଗିଛି ତାପମାତ୍ରା। ରାଜ୍ୟରେ ଆହୁରି ମଧ୍ୟ ଅତ୍ୟଧିକ ତାତି ଅନୁଭୂତ ହେବ ବୋଲି ସୂଚନା ମିଳିଥିବାବେଳେ ଅନ୍ୟପଟେ ଝଡ଼ବର୍ଷା ଓ ବଜ୍ରପାତ ନେଇ ରାଜ୍ୟର କିଛି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି।…

ତାତିରୁ ମିଳିବ ତ୍ରାହି! ଝଡ଼ବର୍ଷା ନେଇ…

ଓଏଲ୍‌ ବ୍ୟୁରୋ: ଗୋଟେ ପଟେ ରାଜ୍ୟରେ ପୁଣି ଅସହ୍ୟ ହେଲାଣି ତାତି। ବଢ଼ିବାରେ ଲାଗିଛି ତାପମାତ୍ରା। ରାଜ୍ୟରେ ଆହୁରି ମଧ୍ୟ ଅତ୍ୟଧିକ ତାତି ଅନୁଭୂତ ହେବ ବୋଲି ସୂଚନା ମିଳିଥିବାବେଳେ ଅନ୍ୟପଟେ ଝଡ଼ବର୍ଷା ଓ ବଜ୍ରପାତ ନେଇ ୨୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି। ମାଲକାନଗିରି,…

ରାଜ୍ୟରେ ଆସନ୍ତା ୨୯ ଯାଏଁ କୁଆପଥର…

ଓଏଲ୍‌ ବ୍ୟୁରୋ: ଅସହ୍ୟ ତାତିରୁ ମିଳିଲା ତ୍ରାହି। କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଓ ଦେବଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଯାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ପୁଣି କାଳବୈଶାଖୀ ବର୍ଷା ହେବାର ଆଶଙ୍କା। ଆସନ୍ତା ୨୯ ତାରିଖ ଯାଏ ତାପମାତ୍ରା ରହିବ…