ଆନ୍ଧ୍ର ଉପକୂଳରେ ଘୁର୍ଣ୍ଣିବଳୟ ସକ୍ରିୟ!…
ଓଏଲ୍ ବ୍ୟୁରୋ: ଜୁଲାଇ ଆରମ୍ଭରୁ କମିଛି ବର୍ଷାର ପରିମାଣ। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ୧ଜୁନରୁ ୪ ଜୁଲାଇ ୨୦୨୩ ମଧ୍ୟରେ ୧୭୧.୭ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୨୪୭.୪ ମିମି ତୁଳନାରେ ୩୧ ପ୍ରତିଶତ କମ ରହିଛି। ସେହିପରି ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ଦେବଗଡ ଜିଲ୍ଲାରେ…