Odisha Link
Bridging the Missing Links in Odisha
Browsing Tag

Rain

ରାଜ୍ୟରେ କାଳବୈଶାଖୀ ପ୍ରଭାବ, ଆସନ୍ତା ୨୬…

ଓଏଲ୍‌ ବ୍ୟୁରୋ: ତାତିରୁ ମିଳିଲା ତ୍ରାହି। ରାଜ୍ୟରେ କାଳବୈଶାଖୀ ପ୍ରଭାବ। କାଳବୈଶାଖୀ ପ୍ରବାହରେ ରାଜ୍ୟରେ ଆସନ୍ତା ୨୬ ତାରିଖ ଯାଏଁ ବର୍ଷା ହେବାର ଆଶଙ୍କା ରହିଛି। ୨୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ। ଆଜି ଓ କାଲି ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

ପାଣିପାଗ ଖବର: କମିବ ଶୀତ, ଆଜିଠୁ ୨ ଦିନ…

ଓଏଲ୍‌ ବ୍ୟୁରୋ: ପୂର୍ବ ଅପେକ୍ଷା ଏବେ ରାଜ୍ୟରେ ଟିକେ କମିଛି ଶୀତ। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ଏହାରିମଧ୍ୟରେ ରାଜ୍ୟର ଉପକୂଳ ଜିଲ୍ଲାଗୁଡ଼ିକରେ ମେଘୁ୍ଆ ପାଗ ମଧ୍ୟ ପରିଲିକ୍ଷିତ ହେଉଛି । ଏପରିକି ଆଜି ଓ ୧୮ ତାରିଖରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା…

ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୨…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବର୍ଷା ବିତ୍ପାତ। ଗୋଟିଏ ଲଘୁଚାପ ଯାଉ ଯାଉ ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନିଭୂତ ହୋଇ ୨୪ ଘଣ୍ଟାରେ ଅବପାତର ରୂପ ନେବ। ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଉପକୂଳ ଓଡ଼ିଶାର ୭ ଜିଲ୍ଲାକୁ ରେଡ…

ରାଜ୍ୟରେ ବଢ଼ିବ ବର୍ଷା, ୟେଲୋ…

ଓଏଲ୍‌ ବ୍ୟୁରୋ: ଚାଷୀକୂଳ ପାଇଁ ଭଲ ଖବର। ରାଜ୍ୟରେ ବଢ଼ିବ ବର୍ଷା। କାରଣ ଆଗକୁ ଆସୁଛି ୨ଟି ଲଘୁଚାପ। ଦିନେ ଦୁଇ ଦିନ ଭିତରେ ଏକ ଲଘୁଚାପ ହେବାକୁ ଥିବାବେଳେ ଅଗଷ୍ଟ ୧୩-୧୪ ଆଡ଼କୁ ଆଉ ଏକ ଲଘୁଚାପ ଆସିପାରେ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ ବିଭାଗର ଆକଳନ କହୁଛି, ଉତ୍ତର…

କାଲିଠୁ ବର୍ଷା

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବର୍ଷା ସମ୍ଭାବନା। ଆସନ୍ତା ୨୪ ଓ ୨୫ ତାରିଖରେ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୪ ତାରିଖରେ…

ବଦଳୁଛି ପାଗ, ରାଜ୍ୟରେ ହେବ ହାଲୁକା…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବଦଳୁଛି ପାଗ। ବଢ଼ିବ ତାପମାତ୍ରା। ଯାହାର ପ୍ରକୋପରେ କମୁଛି ଶୀତ। କାରଣ ପୁଣି ଫେରିଛି ଅଦିନିଆ ବର୍ଷା। ଯାହା ଚାଷୀଙ୍କ ପାଇଁ ପାଲଟିଛି ଚିନ୍ତାର କାରଣ। ଗତ କିଛିଦିନ ଧରି ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଏପରିକି ଘନ କୁହୁଡିର ଚାଦରରେ ଅନେକ ସହର ରହୁଥିଲା। ବିଶେଷକରି…

ଜାନୁଆରୀ ୭ରୁ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମା ବାୟୁ ପ୍ରଭାବ ଯୋଗୁଁ ଓଡିଶାର ବିଭିନ୍ନ ଅଚଂଳରେ ଜାନୁୟାରୀ ୭ରୁ୧୪ ମଧ୍ୟରେ ସାମାନ୍ୟରୁ ପ୍ରବଳ ବୃଷ୍ଟିପାତ ହୋଇପାରେ ବୋଲି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସି.ଇ.ସି) ପକ୍ଷରୁ କୁହାଯାଇଛି। ଏହି ବାୟୁପ୍ରଭାବ ଯୋଗୁଁ ରାଜ୍ୟରେ ଜାନୁୟାରୀ ୮ରୁ ୯ ଓ ୧୩ ରୁ ୧୪ ତାରିଖ…

ଘୂର୍ଣ୍ଣିବଳୟ: ୧୯ ଓ ୨୦ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେବ। ଏହା ବେଶି ଘନିଭୂତ ହେବାର ସମ୍ଭାବନା…

ବର୍ଷା ବିତ୍ପାତ: ୧୩୯ ବ୍ଲକର ୪୯୬୪ ଗାଁ…

ଭୁବନେଶ୍ବର: ଲଗାଣ ବର୍ଷାରେ ଏବେ ରାଜ୍ୟର ସ୍ଥିତି ଅଣାୟତ୍ତ। ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବରେ ୨୪ଟି ଜିଲ୍ଲାର ୨୩ଲକ୍ଷ ୮୨ହଜାର ୭୯୫ଜଣ ଲୋକ ପ୍ରଭାବିତ ହୋଇଛନ୍ତି। ଆଜି ରାଜ୍ୟରେ ବର୍ଷା ପରିମାଣ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ଆଜକୁ ମିଶାଇ ଗତ ୩ଦିନ ଧରି ରାଜ୍ୟରେ ହାରାହାରି ମୋଟ ୧୭୩ମିମି…

ବର୍ଷାରେ ଆଖଣ୍ଡଳମଣିଙ୍କ ଗର୍ଭଗୃହରେ…

ଚାନ୍ଦବାଲି: ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଆଣ୍ଠୁଏ ଉଚ୍ଚର ପାଣି। ଲଘୁଚାପ ଜନିତ ଲଗାଣବର୍ଷା ଓ ପବନ ଯୋଗୁ ବାବାଙ୍କ ଗର୍ଭଗୃହରେ ପାଣି ପଶିଯାଇଥିବା ଦେଖିବାକୁ ମିଳିଛି। ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡିଯାଇଛି। ଫଳରେ ସକାଳ ନୀତି ଓ ମଙ୍ଗଳ ଆଳତୀ ବିଳମ୍ବ…