Odisha Link
Bridging the Missing Links in Odisha
Browsing Tag

Rainfall

ଲଘୁଚାପ: କାଲିଠୁ ୨୧ ଯାଏଁ ବର୍ଷା…

ଭୁବନେଶ୍ୱର: ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଫଳରେ ଆସନ୍ତାକାଲିଠାରୁ ୨୧ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। କାଲିଠୁ ରାଜ୍ୟର ୫ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି,…

ଆଉ ଏକ ଲଘୁଚାପ : ୨୦ରୁ ୩ ଦିନ ସାରା…

ଭୁବନେଶ୍ୱର: ଉତ୍ତର ପୂର୍ବ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୧ ଓ ୨୨ ତାରିଖରେ ଅଧିକ ବର୍ଷା ହୋଇପାରେ।  ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ଦୁଇଦିନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ। କାଁ ଭାଁ ବର୍ଷା ହୋଇପାରେ। କିନ୍ତୁ ୨୦ ତାରିଖରେ ଦକ୍ଷିଣ…

୨୦ରୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବେନଶ୍ବର: ଆସନ୍ତା ୨୦ ରୁ ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏନେଇ ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାଶ। ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ଅଞ୍ଚଳରେ ବର୍ଷା ହେବ। ୧୯ରୁ ନବରଙ୍ଗପୁର, କୋରାପୁଟ, ରାୟଗଡ଼ାରେ ବର୍ଷା ହେବ। ପରେ ଏହା…

୫ ଯାଏ ବର୍ଷା, ୭ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ଅକ୍ଟୋବର ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରି ସୋମବାର ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ବାଲିଆପାଳରେ ସର୍ବାଧିକ ବର୍ଷା ରେକର୍ଡ

ବାଲେଶ୍ୱର : ବାଲେଶ୍ୱର ବାଲିଆପାଳ ବ୍ଲକରେ ସର୍ବାଧିକ ୧୬୫ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ରାସଗୋବିନ୍ଦପୁରରେ ୧୨୨, ଜଳେଶ୍ୱରରେ ୧୧୫ ଓ ମାର୍ଶାଘାଇରେ ୧୧୪ ମିମି ବର୍ଷା ରେକର୍ଡ କରାଯାଇଛି । ଜିଲ୍ଲା ହିସାବରେ କେନ୍ଦ୍ରାପଡ଼ାରେ ସର୍ବାଧିକ ୬୩.୪ ଓ ଜଗତସିଂହପୁରରେ ୬୨.୮ ମିମି ବର୍ଷା ରେକର୍ଡ…

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଆଜି ସକାଳୁ ପାଗ ମେଘୁଆ ରହିଛି। ଅନୁଗୁଳ, ବରଗଡ଼, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ,…

ଆଗମୀ ୪୮ ଘଣ୍ଟା ଲାଗି ରହିବ ବର୍ଷା, ୯…

ଭୁବନେଶ୍ୱର: ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ୯ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। କମିଶନରଙ୍କ…

ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପ୍ରବଳ…

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, ବରଗଡ଼, ବଲାଙ୍ଗିରି। ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢେଙ୍କାନାଳ,…

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : କାଲିଠୁ…

ଭୁବନେଶ୍ବର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ବଢିବ। ଗୁରୁବାର ଠାରୁ ବର୍ଷାର ପ୍ରକୋପ ଆହୁରି ବଢିବ। ୨/୩ ଦିନ ଧରି ବର୍ଷା ଲାଗି ରହିବ। ଉତ୍ତର ଓଡିଶାର ଅନେକ ଜାଗା ସହ ଦକ୍ଷିଣ ଉପକୂଳ ଓଡିଶାର ଅନେକ ସ୍ଥାନରେ ବର୍ଷା ହେବ। ପୁରୀ,…

୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ…

ଭୁବନେଶ୍ୱର : ମନ୍‌ସୁନ୍‌ ଟ୍ରପ୍‌ଲାଇନ୍‌ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନବରଙ୍ଗପୁର। ଏନେଇ ଭୁବନେଶ୍ୱର…