ଅଭିନେତା ରାଜୀବ କପୁରଙ୍କର ହୃଦଘାତରେ…
ମୁମ୍ବାଇ: ଅଭିନେତା ଋଷି କପୁର ଏବଂ ରଣଧୀର କପୁରଙ୍କ ସାନ ଭାଇ ରାଜୀବ କପୁରଙ୍କର ପରଲୋକ। ହୃଦଘାତରେ ରାଜୀବ କପୁରଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ମୃତ୍ୟୁ ସମୟରେ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ହଠାତ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଚେମ୍ବୁରର ଇନଲାକ୍ସ ଡାକ୍ତରଖାନାରେ ଭର୍ତ୍ତି…