Odisha Link
Bridging the Missing Links in Odisha
Browsing Tag

Ram Nath Kovind

ସ୍ବତନ୍ତ୍ର ଟ୍ରେନରେ କାନପୁର ଯିବେ…

ନୂଆଦିଲ୍ଲୀ: ଟ୍ରେନ୍‌ରେ ଯାତ୍ରା କରିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏକ ସ୍ବତନ୍ତ୍ର ଟ୍ରେନରେ ଦିଲ୍ଲୀରୁ କାନପୁର ଯାତ୍ରା କରିବେ ରାଷ୍ଟ୍ରପତି। ଉତ୍ତରପ୍ରଦେଶରେ ଥିବା ନିଜ ଗ୍ରାମକୁ ଟ୍ରେନ୍‌ ଯୋଗେ ଯାତ୍ରା କରିବେ ରାଷ୍ଟ୍ରପତି। ଟ୍ରେନର ସୁରକ୍ଷା ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।…

ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ କୃଷି…

ପୁରୀ: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ପହଁଞ୍ଚିବା ପରେ ପୁରୀ ହେଲିପ୍ୟାଡରେ ରାଜ୍ୟ ସରକାରଙ୍କ ତରଫରୁ ସ୍ୱାଗତ କରିଥିଲେ କୃଷି ମନ୍ତ୍ରୀ ଡ. ଅରୁଣ କୁମାର ସାହୁ।…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି…

ଭୁବନେଶ୍ୱର: ଆଜି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜି ସନ୍ଧ୍ୟାରେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ବିମାନ ବନ୍ଦରରୁ ସିଧାସଳଖ ରାଜଭବନ ଯିବେ ଏବଂ ସେଠାରେ ରାତ୍ରିଯାପନ କରିବେ। ଆସନ୍ତାକାଲି ସକାଳ ୯ଟା ୪୫ ମିନିଟରେ ଝାରସୁଗୁଡ଼ା ବିମାନ ବନ୍ଦରରେ…

ଦୁଇ ଦିନ ପାଇଁ ଓଡ଼ିଶା ଆସୁଛନ୍ତି…

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୨୧ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ବର ବିମାନବନ୍ଦରରେ ପହଁଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୨୨ ତାରିଖରେ କୋଣାର୍କ ଯାଇ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ କୋଣାର୍କ ଠାରେ…

ସର୍ବସାଧାରଣଙ୍କ ପାଇଁ ଖୋଲିଲା ମୋଗଲ୍‌…

ନୂଆଦିଲ୍ଲୀ: ଆଜି ଠାରୁ ରାଷ୍ଟ୍ରପତି ଭବନ ପରିସରରେ ଥିବା ପ୍ରସିଦ୍ଧ ମୋଗଲ୍‌ ବାଟିକା ସର୍ବସାଧାରଣଙ୍କ ନିମନ୍ତେ ଉନ୍ମୁକ୍ତ ହୋଇଛି। ଦର୍ଶକମାନେ ଆଜିଠାରୁ ତାରିଖରୁ ମାର୍ଚ ୨୧ ତାରିଖ ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏହି ୧୫ ଏକର ବିଶିଷ୍ଟ ପୁଷ୍ପବାଟିକାରେ ପ୍ରବେଶ କରି ପାରିବେ।…

୨ଟି ଅଧ୍ୟାଦେଶକୁ ସ୍ୱୀକୃତି ପ୍ରଦାନ କଲେ…

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗ୍ରାମୀଣ ଅର୍ଥନୀତିକୁ ମଜବୁତ କରିବା ଓ କୃଷକମାନଙ୍କୁ ସହାୟତା ପ୍ରଦାନ ଲକ୍ଷ୍ୟରେ ଜାରି କରାଯାଇଥିବା ଦୁଇଟି ଅଧ୍ୟାଦେଶକୁ ସ୍ୱୀକୃତି ପ୍ରଦାନ କରିଛନ୍ତି। ଏହି ଦୁଇଟି ଅଧ୍ୟାଦେଶ ହେଉଛି, କୃଷକ, ଉତ୍ପାଦ, ବ୍ୟବସାୟ, ବାଣିଜ୍ୟ ପ୍ରୋତ୍ସାହନ ଓ ସୁବିଧା ଅଧ୍ୟାଦେଶ…

ଆଜି ଇଦ୍: ଶୁଭେଚ୍ଛା ଜଣାଇଲେ…

ନୂଆଦିଲ୍ଲୀ: ମହାମାରୀ କରୋନା ଓ ଲକ୍‌ ଡାଉନ୍‌ କଟକଣା ମଧ୍ୟରେ ଆଜି ସାରା ଦେଶରେ ପାଳନ ହେଉଛି ଇଦ୍‌ ପର୍ବ। ମୁସଲମାନ ଧର୍ମାବଲମ୍ବୀଙ୍କ ପାଇଁ ଏହା ଏକ ବଡ଼ ପର୍ବ। ଆଜିର ଇଦ୍ ସହ ଶେଷ ହେବ ଦୀର୍ଘ ଏକ ମାସ ଧରି ଚାଲିଥିବା ବ୍ରତ। ଦିନ ବେଳା ଉପବାସ ରହି ସଂଧ୍ୟାରେ ରୋଜା ପାଳନ କରିଆସୁଥିଲେ। ଏହି ରମଜାନ ମାସକୁ…

ଜାତୀୟ ମୁଖ୍ୟ ଭିଜିଲାନ୍ସ କମିଶନର ହେଲେ…

ନୂଆଦିଲ୍ଲୀ: ଆଜି କେନ୍ଦ୍ରୀୟ ଭିଜିଲାନ୍ସ୍‌ର ନୂତନ କମିଶନର ଭାବେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୟ କୋଠାରୀ। ରାଷ୍ଟ୍ରପତି ଭବନରୁ ଏନେଇ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁସାରେ, ଆଜି ସକାଳ ସାଢ଼େ ୧୦ଟାରେ ରାଷ୍ଟ୍ରପତି ଭବନରେ ଏକ ସମାରୋହରେ ସଞ୍ଜୟ କୋଠାରୀ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି…

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ…

ନୂଆଦିଲ୍ଲୀ: ଆଜି ଓଡ଼ିଆଙ୍କ ନବ ବର୍ଷ ତଥା ମହାବିଷୁବ ସଂକ୍ରାନ୍ତି। ରାଜ୍ୟର ଏହା ପ୍ରଥମ ସଂକ୍ରାନ୍ତି ଭାବେ ଗ୍ରହଣ କରାଯାଏ। ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟୁଇଟ କରି…

ଉତ୍କଳ ଦିବସ: ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା…

ଭୁବନେଶ୍ୱର: ଆଜି ହେଉଛି ଉତ୍କଳ ଦିବସ। ବହୁ ସଂଗ୍ରାମ ପରେ ୧୯୩୬ ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ। ଆଜି ଓଡ଼ିଶା ପ୍ରଦେଶ ୮୫ ବର୍ଷରେ ପାଦ ଥାପିଲା। ଭାଷା ଭିତ୍ତିରେ ଦେଶରେ ପ୍ରଥମ କରି ଏକ ରାଜ୍ୟ ଗଠନ ହୋଇଥିଲା। ଆଜିର ଏହି ପବିତ୍ର ଦିନରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା…