Odisha Link
Bridging the Missing Links in Odisha
Browsing Tag

RATH YATRA

ରାତି ଅନିଦ୍ରା ମହାବାହୁ, ୬ ଦିନରେ ହେଲା…

ଓଏଲ୍‌ ବ୍ୟୁରୋ: ଚଳିତ ବର୍ଷ ଶ୍ରୀଜିଉଙ୍କ ରଥଯାତ୍ରାଠୁ ଆରମ୍ଭ କରି ହେରାପଞ୍ଚମୀ ନୀତି ପର୍ଯ୍ୟନ୍ତ ସଠିକ୍‌ ଭାବେ ନୀତିକାନ୍ତି ଚାଲିପାରୁ ନାହିଁ। ଆଉ ଏଥର ରଥଯାତ୍ରାରେ ବର୍ଷ ବର୍ଷର ପରମ୍ପରା ଭାଙ୍ଗୁଥିବାର ମଧ୍ୟ ଦେଖିବାକୁ ମିଳିଛି। ଯାହାକୁ ନେଇ ଭକ୍ତଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ବର୍ଷବର୍ଷ…

ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ…

ଓଏଲ୍‌ ବ୍ୟୁରୋ: ଆଜି ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ବଡ଼ଦାଣ୍ଡକୁ ଓହ୍ଲାଇବେ ବଡ଼ ଠାକୁର। ସାରା ବିଶ୍ବ କରିବ ମହାବାହୁଙ୍କ ଦିବ୍ୟ ଦର୍ଶନ। ଘୋଷଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ…

ଆଉ କିଛି ସମୟରେ ଆସିବେ ଶ୍ରୀଜିଉ; ରଥ,…

ଓଏଲ୍‌ ବ୍ୟୁରୋ: ଆଜି ବିଶ୍ବପ୍ରସିଦ୍ଧ ଶ୍ରୀ ଗୁଣ୍ଡିଚା ଯାତ୍ରା। ଏଥିପାଇଁ ବଡ଼ଠାକୁରଙ୍କ ପାଇଁ ବଡ଼ଦାଣ୍ଡରେ ବିଭୋର ଭକ୍ତଙ୍କ ସମାଗମ। ରଥ,ପଥ ସବୁ ପ୍ରସ୍ତୁତ ଥିବାବେଳେ ଶ୍ରୀଜିଉଙ୍କୁ ସିଂହଦ୍ବାର ଆଗରେ ଅପେକ୍ଷା କରିଛନ୍ତି ତିନି ରଥ। ଆଉ ମାତ୍ର କିଛି ସମୟର ଅପେକ୍ଷା ରତ୍ନ ସିଂହାସନ ଛାଡ଼ି ବଡ଼ଦାଣ୍ଡକୁ…

ବୌଦ୍ଧର ବିରଳ ରଥ: ବ୍ୟବହାର ହୁଏ ଏହି…

ଓଏଲ୍‌ ବ୍ୟୁରୋ: ରାତି ପାହିଲେ ଶ୍ରୀଜିଉଙ୍କ ରଥଯାତ୍ରା। ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ତେବେ ପୁରୀ ବ୍ୟତୀତ ସମଗ୍ର ଦେଶ ଓ ରାଜ୍ୟର ଜଗନ୍ନାଥ ପୀଠରେ ବହୁତ ଧୁମଧାମରେ…

ଗଡ଼ିଲା ରଥ, ଟାଣି ନେଉଛନ୍ତି ସେବାୟତ

ପୁରୀ: ଆଜି ପବିତ୍ର ରଥଯାତ୍ରା। କରୋନା କଟକଣା ମଧ୍ୟରେ ଅନୁଷ୍ଟିତ ହେଉଛି ରଥଯାତ୍ରା। ରଥ ଉପରେ ସମସ୍ତ ନୀତିକାନ୍ତି ସପନ୍ନ ହୋଇଛି। ତିନି ରଥରେ ଛେରାପହଁରା ନୀତି ଶେଷ କରି ଗଜପତି ମହାରାଜ ଶ୍ରୀନଅରକୁ ଫେରିଯିବା ପରେ ରଥଗୁଡ଼ିକରେ ସାରଥୀ ଓ ଘୋଡ଼ାଯୋଚା କାମ ଶେଷ ହୋଇଛି। ତିନି ରଥକୁ ଶରଧାବାଲି ଅଭିମୁଖେ…

ରଥଯାତ୍ରା: ଅହମ୍ମଦାବାଦରେ ଟଣା ହେଲା ରଥ

ଅହମ୍ମଦାବାଦ: ଆଜି ପବିତ୍ର ରଥଯାତ୍ରା। ପୁରୀ ସହ ଗୁଜୁରାଟର ଅହମ୍ମଦାବାଦରେ ମଧ୍ୟ ଅନୁଷ୍ଠିତ ହେଉଛି ରଥଯାତ୍ରା। ପ୍ରଭୁ ଜଗନ୍ନାଥଙ୍କ ୧୪୪ ତମ ରଥଯାତ୍ରା ଅବସରରେ ଆଜି ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ଏବଂ ଉପମୁଖ୍ୟମନ୍ତ୍ରୀ ନିତିନ ପଟେଲଙ୍କ ଉପସ୍ଥିତିରେ ଅହମ୍ମଦାବାଦରେ ପ୍ରଭୁ ଜଗନ୍ନାଥ ମନ୍ଦିରରୁ ରଥ ଟଣା…

ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ…

ଭୁବନେଶ୍ୱର: ଆଜି ପବିତ୍ର ରଥଯାତ୍ରା। କୋଭିଡ କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ପାଳନ ହେଉଛି ରଥଯାତ୍ରା। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ଯେ, ଓଡ଼ିଶାର ସମସ୍ତ ଜନସାଧାରଣ ତଥା ଶ୍ରଦ୍ଧାଳୁଙ୍କୁ…

ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ…

ଭୁବନେଶ୍ୱର: ରଥଯାତ୍ରା ପାଇଁ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ​ବେଳେ ଆଉ ମାତ୍ର ଗୋଟିଏ ଦିନ ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଭାଇ ଭଉଣୀଙ୍କୁ ସାଙ୍ଗରେ ରତ୍ନବେଦୀ ଛାଡି ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାବିଗ୍ରହ। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ…

ଆଜି ଶ୍ରୀନଅରକୁ ରାଜପ୍ରସାଦ ବିଜେ ନୀତି

ପୁରୀ: ଆଜି ପବିତ୍ର ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିର ସକାଳ ଧୂପ ଓ ଭୋଗମଣ୍ଡପ ନୀତି ପରେ ରାଜପ୍ରସାଦ ବିଜେ ନୀତି ହେବ। ମହାପ୍ରଭୁ ସୁସ୍ଥ ହୋଇଥିବା ଖବର ନେଇ ରାଜ ନହରକୁ ଶ୍ରୀ ଅଙ୍ଗ ଲାଗି ପ୍ରସାଦ ବିଜେ କରାଇବେ ସେବାୟତ। ଶ୍ରୀବିଗ୍ରହ ମାନଙ୍କ ସୁସ୍ଥ ହେବାର ଖବର ଗଜପତିଙ୍କୁ ଜଣାଇବା ସହ ପ୍ରଥମ ଆଦ୍ୟ…

ୟୁ-ଟ୍ୟୁବରେ ହେବ ରଥଯାତ୍ରାର…

ଭୁବନେଶ୍ୱର: ପାଖେଇ ଆସୁଛି ମହାପ୍ରଭୁଙ୍କର ପବିତ୍ର ରଥଯାତ୍ରା। ମାତ୍ର ରାଜ୍ୟରେ କରୋନା ମହାମାରୀ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ୟୁ-ଟ୍ୟୁବ ଜରିଆରେ ପୁରୀ ରଥଯାତ୍ରାର ସିଧାପ୍ରସାରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।…