Odisha Link
Bridging the Missing Links in Odisha
Browsing Tag

Ratna Bhandar

କେତେ ସୁରକ୍ଷିତ ରତ୍ନଭଣ୍ଡାର? ପ୍ରଥମ ଦିନ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ। ପ୍ରଥମ ଦିନରେ ଅମୁହାଁ ଦେଉଳର ଉତ୍ତର-ପଶ୍ଚିମ ଓ ଉତ୍ତର-ପୂର୍ବର ୩୭ଟି ପଏଣ୍ଟରେ ଲେଜର ସ୍କାନିଂ ଡକୁମେଣ୍ଟେସନ ଶେଷ ହୋଇଛି। କାଲି ବାହାର କାନ୍ଥର ଲେଜର ସ୍କାନିଂ ହେବ। ଲେଜର ସ୍କାନିଂ କ୍ୟାମେରା ୩୬୦ ଡିଗ୍ରୀରେ ୩ଡି ଫଟୋ…

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ଦେଢ଼…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଛନ୍ତି। ମଙ୍ଗଳବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ଶେଷଥର ପାଇଁ ୧୯୭୮ ମସିହାରେ ଯେଉଁ ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର…

ରତ୍ନଭଣ୍ଡାରର ଅନୁଧ୍ୟାନ ହେବ,…

ଭୁବନେଶ୍ବର: ବହୁ ବାଦ ବିବାଦ ପରେ ପୁରୀ ଶ୍ରୀମନ୍ଦିରର ରତ୍ନଭଣ୍ଡାରର ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ। ଭିତର ରତ୍ନଭଣ୍ଡାରରେ ମହାପ୍ରଭୁଙ୍କ ଅଳଙ୍କାରର ଅନୁଧ୍ୟାନ ପାଇଁ ନିର୍ଦ୍ଦେଶ।ଅନୁଧ୍ୟାନ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଆଇନ ବିଭାଗର ଚିଠି। ଏଥିସହିତ ମୁକ୍ତିମଣ୍ଡପରେ ଖାଲି ପଡ଼ିଥିବା ପଦବୀ ପୂରଣ…

ସବୁ ଲୁଟି ନେବେ

ଭୁବନେଶ୍ବର: ଆଜି ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଧାନସଭାରେ ତାତି। କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପ୍ରଶ୍ନରେ ପ୍ରତାପ ଜେନା କହିଛନ୍ତି ଯେ, ଏବେ ରତ୍ନଭଣ୍ଡାର ଖୋଲିବା ପାଇଁ ପ୍ରସ୍ତାବ ନାହିଁ । ଶେଷଥର ପାଇଁ ୧୯୮୫ ଜୁଲାଇ ୧୪ରେ ରତ୍ନ ଭଣ୍ଡାର ଖୋଲାଯାଇଥିଲା ବୋଲି କହିଛନ୍ତି ପ୍ରତାପ। ଏଥିସହିତ ତନଖି…