Odisha Link
Bridging the Missing Links in Odisha
Browsing Tag

recover

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୯୭୦୬…

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭୦୬ କରୋନା ଆକ୍ରାନ୍ତ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୮୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ ମୋଟ କରୋନା ସୁସ୍ଥଙ୍କ…

ରାଜ୍ୟରେ କରୋନା: ୧୦୧୧ ସଂକ୍ରମିତ ସୁସ୍ଥ

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୧୧ ରୋଗୀ ଆରୋଗ୍ୟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସୁସ୍ଥ ସଂଖ୍ୟା ୩,୦୪,୯୦୮ରେ ପହଞ୍ଚିଛି। ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ…

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୪୩୮୮…

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତ ତୁଳନାରେ ସୁସ୍ଥ ହାର ଅଧିକ ରହୁଛି। ରାଜ୍ୟରେ ଆଜି ଆଉ ୪୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୬୫,୪୩୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ସୁସ୍ଥ ହେଲେ ଅମିତ ଶାହା

ନୂଆଦିଲ୍ଲୀ: ସୁସ୍ଥ ହେଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଅମିତ ଶାହା ସୁସ୍ଥ ହେବା ନେଇ ଦିଲ୍ଲୀ ଏମ୍ସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଶାହା କରୋନା ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସ୍‌ରେ ଚିକିତ୍ସାଧୀନ ଥିଲେ। ଖୁବ୍‌ ଶୀଘ୍ର ହସ୍ପିଟାଲରୁ ଡିସ୍‌ଚାର୍ଜ ହେବା ନେଇ ହସ୍ପିଟାଲରୁ ପକ୍ଷରୁ ସୂଚନା ଦିଆଯାଇଛି। …

ଦେଶରେ କରୋନା ଆରୋଗ୍ୟ ହାର ୭୬.୩୦…

ନୂଆଦିଲ୍ଲୀ : ଦେଶରେ କ୍ରମାଗତ ଭାବେ କରୋନା ଆରୋଗ୍ୟ ହାର ବୃଦ୍ଧି ପାଉଛି। ଆଜି ଦେଶରେ ଆରୋଗ୍ୟ ହାର ୭୬.୩୦ ପ୍ରତିଶତରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ୨୪ ଲକ୍ଷ ୬୭ ହଜାରରୁ ଊର୍ଦ୍ଧ୍ବ ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିଥିବା ବେଳେ ଗତ ୨୪ ଘଣ୍ଟା ଭିତରେ ୬୩ ହଜାରରୁ ଊର୍ଦ୍ଧ୍ବ ସଂକ୍ରମିତ ବ୍ୟକ୍ତି…