Odisha Link
Bridging the Missing Links in Odisha
Browsing Tag

recovery

କରୋନାରୁ ସୁସ୍ଥ ହେଲେ ଆଉ ୧୦୨୪୨…

ଭୁବନେଶ୍ଵର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ ସଂକ୍ରମଣ ହାର ପଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏଥିସହ ଗତ ୨୪ ଘଣ୍ଟାରେ ଓଡିଶାରେ ୧୦୨୪୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ…

କରୋନାରୁ ସୁସ୍ଥ ହେଲେ ଆଉ୧୧୮୨୧ ଆକ୍ରାନ୍ତ

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ହାର ହୁହୁ ହେଇ ବଢ଼ୁଥିବା ବେଳେ ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏଥିସହ ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି। ମାତ୍ର ଏହାରି ମଧ୍ୟରେ ଗତ ଦୁଇ ଦିନ ହେବ ୧୧ ହଜାରରୁ ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଗତ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫୬୪ କରୋନା…

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫୬୪ କରୋନା ଆକ୍ରାନ୍ତ। ରାଜ୍ୟରେ ମୋଟ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୪ ଲକ୍ଷ ୬୫ ହଜାର ୧୩୩ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୨୯୧ ଜଣ ସୁସ୍ଥ ହୋଇଥିବା ବେଳେ…

ମମତାଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ

ଭୁବନେଶ୍ବର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରକୁ ଆକ୍ରମଣ। ଗତକାଲି ନନ୍ଦିଗ୍ରାମରେ ମମତାଙ୍କ ଉପରକୁ ଆକ୍ରମଣ ହୋଇଥିଲା। ଅଭିଯୋଗ ମୁତାବକ ତାଙ୍କ ଗୋଡ ଉପରେ ଗାଡି ଚଢାଇ ଆଘାତ କରିବାକୁ ଉଦ୍ୟମ ହୋଇଛି। ମମତା ବର୍ତ୍ତମାନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମମତାଙ୍କ ଆଶୁ ଆରୋଗ୍ୟ…

ରାଜ୍ୟରେ କରୋନା: ଆଉ ୬୪୮ ଆକ୍ରାନ୍ତ…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି।ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩,୦୭,୩୭୪ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୧୩୦୩…

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି। ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩ ଲକ୍ଷ ଅତିକ୍ରମ କରିଛି। ନୂତନ ସଂକ୍ରମିତଙ୍କ ତୁଳନାରେ ଦୈନିକ ସୁସ୍ଥ ସଂଖ୍ୟା ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୦୩ ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସୁସ୍ଥ ସଂଖ୍ୟା ୩,୦୧,୭୭୭ରେ…

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୧୩୪୦…

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତ ହାର ହ୍ରାସ ପାଇବାରେ ଲାଗିଛି। ଆକ୍ରାନ୍ତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୩୪୦ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୯୨, ୪୭୭କୁ ପହଞ୍ଚିଛି। ଏନେଇ…

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୧୪୪୮…

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି। ସୁସ୍ଥଙ୍କ ହାର ସଂକ୍ରମିତଙ୍କଠୁ ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ୧୪୪୮ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨୯୧୧୩୭କୁ ବୃଦ୍ଧି ଘଟିଛି। ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା…

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ୧୩୧୧…

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ଠାରୁ ସୁସ୍ଥ‌ଙ୍କ ହାର ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୩୧୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୮୮ ହଜାର୧୬୮ରେ ପହଞ୍ଚିଛି। ଏନେଇ ରାଜ୍ୟ…

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୧୫୨୦…

ଭୁବନେଶ୍ଵର: ରାଜ୍ୟରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୨୦୦୦ରୁ କମ୍ ରହୁଛି। ଏଥିସହ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ସଂଖ୍ୟା ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨୮୨୦୭୩ରେ ପହଞ୍ଚିଛି। ଏନେଇ ରାଜ୍ୟ…