Odisha Link
Bridging the Missing Links in Odisha
Browsing Tag

recovery

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୧୪୬୨…

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨ ଲକ୍ଷ ୮୦ ହଜାର ୫୫୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୨୦୧୫…

ଭୁବନେଶ୍ଵର: ରାଜ୍ୟରେ ଅକ୍ଟୋବର ପହିଲାରୁ କରୋନା ସଂକ୍ରମଣ କମିବାରେ ଲାଗିଛି।ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୪୦ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦୧୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨, ୭୦, ୧୩୦କୁ ବୃଦ୍ଧି ଘଟିଛି। ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ କରୋନା: ୨୩୭୭ ଆଉ ଆକ୍ରାନ୍ତ…

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୩୭୭ କରୋନା ଆକ୍ରାନ୍ତ। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୯ ହଜାର ୪୧୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର…

ସମ୍ କୋଭିଡ ହସ୍ପିଟାଲରୁ ପୁଣି ସୁସ୍ଥ…

ଭୁବନେଶ୍ୱର: ଉପଯୁକ୍ତ ଉତମ ଚିକିତ୍ସା, ଯତ୍ନ ଓ ସେବା ଫଳରେ ସମ୍ କୋଭିଡ୍ ହସ୍ପିଟାଲରୁ ନିୟମିତ ଭାବେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରୁଥିବା ବେଳେ ପୁଣି ଜଣେ ବୟୋଜ୍ୟେଷ୍ଠ ମହିଳା ଏହି ମାରାତ୍ମକ ଭାଇରସ୍କୁ ପରାସ୍ତ କରିଛନ୍ତି । ଢେଙ୍କାନାଳର ୮୬ ବର୍ଷୀୟା ଶ୍ରୀମତି…

ରାଜ୍ୟରେ ଆଉ ୩୪୫୫ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆଜି ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୧୩,୬୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ…

ଦେଶରେ କରୋନା: ୨୪ ଘଣ୍ଟାରେ ୮୭୪୭୨ ଜଣ…

ନୂଆଦିଲ୍ଲୀ : ଦେଶରେ କରୋନା ଆରୋଗ୍ୟ ହାର ବୃଦ୍ଧି ପାଉଛି। ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ସଂଖ୍ୟକ ୮୭ହଜାର ୪୭୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪୧ ଲକ୍ଷ ୧୨ ହଜାରରୁ ଅଧିକ ରହିଛି। ଏଥିସହ କରୋନା ଆରୋଗ୍ୟ ହାର ୭୮.୮୬ ପ୍ରତିଶତକୁ ବୃଦ୍ଧି ପାଇଛି। ଏନେଇ…

ଦେଶରେ କରୋନା: ଆରୋଗ୍ୟ ହାର ୭୮.୬୪…

ନୂଆଦିଲ୍ଲୀ : ଦେଶରେ କରୋନା ଆରୋଗ୍ୟ ହାର ୭୮.୬୪ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ଘଣ୍ଟା ମଧ୍ୟରେ ୮୨ହଜାରରୁ ଅଧିକ ଲୋକ ଆରୋଗ୍ୟଲାଭ କରିଛନ୍ତି। ନମୂନା ପରୀକ୍ଷା, ସଂକ୍ରମିତ ମାନଙ୍କର ଚିହ୍ନଟ ଓ ତୁରନ୍ତ ଚିକିତ୍ସା ଯୋଗୁଁ ଆରୋଗ୍ୟହାର ବୃଦ୍ଧି ପାଇବା ସହ ମୃତ୍ୟୁହାର ହ୍ରାସ ପାଉଛି। ସ୍ୱାସ୍ଥ୍ୟ…