ରିଲିଫ୍ ଏବଂ ଉଦ୍ଧାରକାର୍ଯ୍ୟ ପାଇଁ ଓଡ଼ିଶା…
ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା ‘ୟାସ୍’ ପାଇଁ ନିରନ୍ତର ଉଦ୍ୟମ ଜାରି ରଖିବା ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ମହାମହିମ ରାଜ୍ୟପାଳ ତଥା ଇଣ୍ଡିଆନ ରେଡ଼୍କ୍ରସ୍ ସୋସାଇଟି(ଆଇଆରସିଏସ) ଓଡ଼ିଶା ଶାଖାର ସଭାପତି ପ୍ରଫେସର ଗଣେଶୀ ଲାଲଙ୍କ ସହ କଥା ହୋଇ ଓଡ଼ିଶା ରେଡକ୍ରସକୁ…