Odisha Link
Bridging the Missing Links in Odisha
Browsing Tag

resign

ବିଜେଡି ଛାଡ଼ିବା ପରେ ଏପରି କହିଲେ…

ଓଏଲ୍‌ ବ୍ୟୁରୋ: ଗତକାଲି ଜଣେ ପୁଲିସ୍ ଏସ୍‌ଆଇଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ୧୩ ବର୍ଷ ପରେ ଭର୍ତ୍ତୃହରି ମହତାବଙ୍କ ନାଁରେ ଚାର୍ଜଫ୍ରେମ୍‌ ହୋଇଥିଲା। ଏହାର ଦିନକ ପରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସେ ସୂଚନା ଦେଇଛନ୍ତି। ସେ…

ଅଜୟ ମାକେନ ରାଜସ୍ଥାନ କଂଗ୍ରେସ ପ୍ରଭାରୀ…

ଓଏଲ୍ ବ୍ୟୁରୋ : ରାଜସ୍ଥାନ କଂଗ୍ରେସରେ କନ୍ଦଳ ଲାଗିରହିଥିବାବେଳେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଟଲଙ୍କ ମଧ୍ୟରେ କ୍ଷମତା ପାଇଁ ଲଢେଇ ଜାରିରହିଛି । ଏହି କନ୍ଦଳ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ଅଜୟ ମାକେନ ରାଜସ୍ଥାନ କଂଗ୍ରେସ ପ୍ରଭାରୀ ପଦରୁ ଇସ୍ତଫା ଦେଇଛନ୍ତି । ଗତ…

ନୂଆ ମନ୍ତ୍ରିମଣ୍ଡଳ ଗଠନ ପୂର୍ବରୁ ବହୁ…

ନୂଆଦିଲ୍ଲୀ: ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ। ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାରି ମଧ୍ୟରେ ଏକ ବଡ଼ ଖବର ସାମନାକୁ ଆସିଛି। ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ନୂଆ ମନ୍ତ୍ରୀ ସାମିଲ ହେବା ଓ କିଛି ମନ୍ତ୍ରୀ ବାଦ ପଡ଼ିବା ନେଇ…

ଇସ୍ତଫା ଦେଲେ ରମେଶ ପୋଖରିଆଲ

ନୂଆଦିଲ୍ଲୀ: ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ କରିବେ। ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାରି ମଧ୍ୟରେ ଏକ ବଡ଼ ଖବର ସାମନାକୁ ଆସିଛି। କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଇସ୍ତଫା ଦେଇଛନ୍ତି।…

ଉତ୍ତରପ୍ରଦେଶ ପ୍ରଶାସନର ନିର୍ଯାତନା…

ଉନ୍ନାଓ: ଉନ୍ନାଓ ଜିଲ୍ଲାରେ ସରକାରୀ ପ୍ରଶାସନର ଚାପ ଓ ମାନସିକ ନିର୍ଯାତନା ସହିନପାରି ସରକାରୀ ଚିକିତ୍ସାଳୟରେ କାର୍ଯ୍ୟରତ ୧୪ ଜଣ ଡାକ୍ତର ଚାକିରିରୁ ଇସ୍ତଫା ଦେଇଛନ୍ତି। ଅନ୍ୟପଟେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସେମାନଙ୍କର ଇସ୍ତଫା ନେଇ ପ୍ରଶାସନ ସହ ଆଲୋଚନା ଜାରି ରଖିଥିବା ବେଳେ ନିଷ୍ପତ୍ତି ନହେବା…

ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅନୀଲ…

ମହାରାଷ୍ଟ: ମହାରାଷ୍ଟ୍ରର ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅନୀଲ ଦେଶମୁଖ। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଭେଟି ଶ୍ରୀ ଦେଶମୁଖ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ସମ୍ପର୍କରେ ବମ୍ବେ ହାଇକୋର୍ଟ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବା ପରେ ଅନୀଲ ଦେଶମୁଖ ଇସ୍ତଫା…

ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରି ଇସ୍ତଫା…

ଚଣ୍ଡୀଗଡ଼: ନୂଆ କୃଷି ଆଇନକୁ ନେଇ ଜାରି ରହିଛି ବିରୋଧ ପ୍ରଦର୍ଶନ। ଏହାରି ଭିତରେ ପଞ୍ଜାବର ଡିଆଇଜି (ଜେଲ୍) ଲଖବିନ୍ଦର ସିଂହ ଜାଖର ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରି ରାଜ୍ୟର ଗୃହ ସଚିବଙ୍କୁ ଇସ୍ତଫା ଦେଇଛନ୍ତି। ଜାଖରର ଗୃହ ସଚିବଙ୍କୁ ପତ୍ର ଲେଖି ଲଖବିନ୍ଦର ସମୟ ପୂର୍ବରୁ ରିଟାୟରମେଣ୍ଟ ନେବା କଥା…

ସାଧାରଣ ସମ୍ପାଦକ ପଦରୁ ଇସ୍ତଫା ଦେଉ ଦେଉ…

ଭୁବନେଶ୍ୱର: ବିଜୁ ଜନତା ଦଳର ସାଧାରଣ ସମ୍ପାଦକ କଳ୍ପତରୁ ଓଝାଙ୍କୁ ଆଜି ବହିଷ୍କାର କରାଯାଇଛି। କଳ୍ପତରୁ ଓଝାଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବହିଷ୍କାର କରିଛନ୍ତି। ଏନେଇ ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ‘ଦଳ ବିରୋଧୀ କାର୍ଯ୍ୟ ପାଇଁ…

ଜାପାନର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା…

ଓଏଲ୍‌ ବ୍ୟୁରୋ: ଜାପାନାର ପ୍ରଧାନମନ୍ତ୍ରୀ ପଦବିରୁ ଇସ୍ତଫା ଦେଲେ ସିଞ୍ଜୋ ଆବେ। ଜାପାନର ସବୁଠୁ ଅଧିକ ସମୟ ରହିଥିବା ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ସ୍ବାସ୍ଥ୍ୟଗତ କାରଣରୁ ଇସ୍ତଫା ଦେଇଛନ୍ତି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସିଞ୍ଜୋ ଆବେ କହିଛନ୍ତି ଯେ, “ଯଦି ମୁଁ ଲୋକଙ୍କ ପାଇଁ ସର୍ବୋତ୍ତମ…

ଇସ୍ତଫା ଦେଲେ ଟିକ୍‌ଟକ୍‌ର ମୁଖ୍ୟ…

ନୂଆଦିଲ୍ଲୀ: ଟିକ୍‌ଟକ୍‌କୁ ନେଇ ବିଭିନ୍ନ ଦେଶରେ ବିବାଦ ଦେଖିବାକୁ ମିଳିଛି। ଏସବୁ ମଧ୍ୟରେ ୪ମାସ ତଳେ ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ନିଯୁକ୍ତି ପାଇଥିବା କେଭିନ୍‌ ମେୟର କମ୍ପାନୀରୁ ଇସ୍ତଫା ଦେଇଛନ୍ତି। ଗତ କିଛି ସପ୍ତାହ ଧରି ଆମେରିକାରେ ଟିକ୍-ଟକ୍ ଉପରେ ନିଷେଧାଦେଶ ଜାରି ରହିଛି। ଆମେରିକାର…