Odisha Link
Bridging the Missing Links in Odisha
Browsing Tag

Result

ଆଜି ପ୍ରକାଶ ପାଇବ ନିଟ୍‌ ପରୀକ୍ଷା ଫଳ

ନୂଆଦିଲ୍ଲୀ: ମେଡିକାଲ କଲେଜଗୁଡ଼ିକରେ ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା ନ୍ୟାସନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍‌) ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଛାତ୍ରଛାତ୍ରୀ ୱେବସାଇଟ୍ ww.ntaneet.nic.in/nta.ac.inକୁ ଯାଇ ଫଳ ଦେଖିପାରିବେ ବୋଲି…

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା…

ନୂଆଦିଲ୍ଲୀ: ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ୨୦୨୦ ପରୀକ୍ଷା ଫଳ। ୭୩ତମ ର‍୍ୟାଙ୍କ୍ ସହ ଦେବାଶିଷ ରାଉତ ଓଡିଶାରେ ଟପ୍ପର ହୋଇଛନ୍ତି। ଚଳିତ ବର୍ଷ ଜେଇଇ ଆଡଭାନ୍ସ ପରୀକ୍ଷାରେ ସମୁଦାୟ ୧,୫୦,୮୩୮ ପ୍ରାର୍ଥୀ ଅଂଶ ଗ୍ରହଣ କରିଥିଲେ। ପେପର ୧ ଓ ୨ରେ ୪୩, ୨୦୪ ପରୀକ୍ଷାର୍ଥର ଉତ୍ତୀର୍ଣ୍ଣ କରିଛନ୍ତି। ମୋଟ ଯୋଗ୍ୟ…

JEE Main 2020 Result: ୨୪ ଜଣ ଶତ…

ନୂଆଦିଲ୍ଲୀ: ପ୍ରକାଶ ପାଇଲା JEE Main 2020 ପରୀକ୍ଷାଫଳ। ଶୁକ୍ରବାର ବିଳମ୍ବିତ ରାତିରେ ନ୍ୟାସନାଲ ଟେଷ୍ଟିଙ୍ଗ୍‌ ଏଜେନ୍ସି (NTA) ପ୍ରକାଶ କରିଛି ଜେଇଇ ମେନ୍‌ ୨୦୨୦ ରେଜଲ୍ଟ। ଚଳିତ ବର୍ଷ ୨୪ ଜଣ ଛାତ୍ରଛାତ୍ରୀ ଶତ ପ୍ରତିଶତ ସ୍କୋର କରିଛନ୍ତି। ଛାତ୍ରଛାତ୍ରୀ ମାନେ  ଏହି   …

ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ୨…

ଭୁବନେଶ୍ବର: ଯୁକ୍ତ ୨ କଳା ପରୀକ୍ଷା ଫଳ ସେପ୍ଟେମ୍ବର ମାସର ପ୍ରଥମ ସପ୍ତାହରେ ବାହାରିବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ପୂର୍ବରୁ ଅଗଷ୍ଟ ଶେଷ ସପ୍ତାହରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବାର ଥିଲା। ହେଲେ CHSEର ୨ ଜଣ କର୍ମଚାରୀ କୋରୋନା ପଜିଟିଭ ଚିହ୍ନଟ ପରେ…

ପ୍ରକାଶ ପାଇଲା ଯୁକ୍ତ ୨ ବାଣିଜ୍ୟ ଫଳାଫଳ:…

ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ଯୁକ୍ତ ୨ ବାଣିଜ୍ୟ ଫଳାଫଳ। ଫଳାଫଳ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତ ବର୍ଷ ଯୁକ୍ତ ୨ ବାଣିଜ୍ୟରେ ପାସ୍‌ ହାର ୭୪.୯୫% ରହିଛି। ନୟାଗଡ଼ ଜିଲ୍ଲାରେ ସର୍ବାଧିକ ପାସ୍‌ ରହିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଚଳିତବର୍ଷ ମୋଟ ୨୫,୭୭୨…

ନୟାଗଡ଼: ଯୁକ୍ତ ୨ ଟପ୍ପର ହେଲେ ଉମେଶ,…

ନୟାଗଡ଼: ଆଜି ପ୍ରକାଶ ପାଇଛି ଚଳିତବର୍ଷ ଯୁକ୍ତ ୨ ବିଜ୍ଞାନ ଫଳାଫଳ। ଚଳିତବର୍ଷ ନୟାଗଡ଼ ଜିଲ୍ଲା ପାସ୍‌ ହାରରେ ସାରା ରାଜ୍ୟରେ ଆଗୁଆ। ନୟାଗଡ଼ ଜିଲ୍ଲାର ପାସ୍‌ ହାର ଚଳିତବର୍ଷ ୮୬.୫୧ ପ୍ରତିଶତ ରହିଛି। ନୟାଗଡ଼ ଜିଲ୍ଲାର ଉମେଶ ଦାସ ୫୪୬ ନମ୍ବର ରଖି ଜିଲ୍ଲା ଟପର ହୋଇଛନ୍ତି। ତାଙ୍କ ପଛକୁ ୫୪୧ ମାର୍କ ରଖି…

ଆଇଏଏସ୍‌ ପରୀକ୍ଷାରେ ଓଡ଼ିଆ: ଶ୍ରେଷ୍ଠ…

ଭୁବନେଶ୍ବର: ଆଜି ସର୍ବଭାରତୀୟ ଲୋକସେବା ଆୟୋଗ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ୨୦୧୯ର ଫଳାଫଳ ପ୍ରକାଶ ପାଇଛି। ମୋଟ ୮୨୯ ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ପ୍ରଦୀପ ସିଂହ ଏକ ନମ୍ବର ସ୍ଥାନରେ ଅଛନ୍ତି। ଶ୍ରେଷ୍ଠ ୧୦ ଜଣଙ୍କ ତାଲିକାରେ ଓଡ଼ିଶାର ଦୁଇ ଜଣ ଥିବା ବେଳେ ଆଉ ୧୮ ଜଣ ମଧ୍ୟ କୃତକାର୍ଯ୍ୟ ହୋଇଛନ୍ତି।…

ନବୀନ ଅପରାଜେୟ

ଭୁବନେଶ୍ବର: ବିଜେପୁର ଉପନିର୍ବାଚନ ଫଳାଫଳକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ରାଜନୀତିର ବରିଷ୍ଠ ନେତା ଦାମଦୋର ରାଉତ। ସେ କହିଛନ୍ତି ଯେ, ବିଜେପୁର ଉପନିର୍ବାଚନ ଫଳାଫଳରୁ ଜଣାପଡ଼ୁଛି ଯେ ନବୀନ ବାବୁ ହେଉଛନ୍ତି ଅପରାଜେୟ। ଏଥିସହିତ ନବୀନଙ୍କୁ ଲୋକମାନେ ପ୍ରିୟତମ ନେତା ଭାବୁଥିବା ପ୍ରମାଣିତ…

୯୬ ଆସନରେ ଆଗରେ ବିଜେଡି, କଂଗ୍ରେସକୁ…

ଭୁବନେଶ୍ବର: ରାଜ୍ୟର ୬୩ଟି କେନ୍ଦ୍ରରେ କଡ଼ା ନିରାପତ୍ତା ବଳୟ ମଧ୍ୟରେ ଚାଲିଛି ଭୋଟଗଣତି। ରାଜ୍ୟରେ ୧୪୭ ବିଧାନସଭା ଆସନରୁ ୧୪୬ଟିରେ ମତଦାନ ହୋଇଥିବା ବେଳେ ଦିନ ୧୨ଟା ସୁଦ୍ଧା ୯୬ଟି ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ ରହିଛି। ଅନ୍ୟପଟେ ୨୯ଟି ଆସନରେ ବିଜେପି ଓ ୧୩ଟି ଆସନରେ କଂଗ୍ରେସ ଆଗୁଆ ଥିବା…