ବାଇକ୍ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ
ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଚାନ୍ଦବାଲି-କଟକ ରାସ୍ତାର ତାରିଣୀ ଛକ ନିକଟରେ ଏକ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ଦାବିରେ ତାରିଣୀ ଛକ ନିକଟରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ…