ବିଜେପିରେ ମିଶିଲେ କଂଗ୍ରେସର ଭେଟେରାନ୍…
ଓଏଲ୍ ବ୍ୟୁରୋ: ନୂଆଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ମଙ୍ଗଳବାର ଆୟୋଜିତ ମିଶ୍ରଣ ପର୍ବରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ରତନଜିତ ପ୍ରତାପ ନାରାୟଣ ସିଂହଙ୍କୁ ଦଳରେ ସ୍ୱାଗତ କରିଛନ୍ତି ଉତରପ୍ରଦେଶ ନିର୍ବାଚନ ପ୍ରଭାରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…