ଆରଏସ୍ଏସ୍ କର୍ମୀଙ୍କ ସମେତ ତାଙ୍କ…
କୋଲକାତା: ଆରଏସ୍ଏସ୍ର ଜଣେ କର୍ମୀଙ୍କ ସମେତ ତାଙ୍କ ଗର୍ଭବତୀ ପତ୍ନୀ ଓ ୮ ବର୍ଷୀୟ ପୁଅଙ୍କ ମୃତଦେହ ପଶ୍ଚିମବଙ୍ଗର ମୁର୍ଶିଦାବାଦରୁ ଉଦ୍ଧାର କରାଯାଇଛି। ସେମାନଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ୩୫ ବର୍ଷୀୟ ଏହି ଆରଏସ୍ଏସ୍ କର୍ମୀଙ୍କ ନାଁ ବନ୍ଧୁ ଗୋପାଲ ପଲ। ସେ ଏକ ପ୍ରାଥମିକ ସ୍କୁଲରେ…