ଖବରକାଗଜ ପ୍ରତିନିଧିଙ୍କ ବିରୋଧରେ ପୁଲିସ…
ଯାଜପୁର: ଦୈନିକ ସମ୍ବାଦପତ୍ର 'ସମ୍ବାଦ'ର ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ୍ ପ୍ରତିନିଧିଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ରଂଜନ କୁମାର ଦାସ। ଭୁଲ ତଥ୍ୟ ପ୍ରଚାର କରିବା ଅଭିଯୋଗରେ ଦଶରଥପୁର 'ସମ୍ବାଦ' ପ୍ରତିନିଧି ଚନ୍ଦ୍ରଶେଖର ସାହୁ ଓ ଏହି ଖବରକୁ ହ୍ବାଟ୍ସଆପରେ…