ସମ୍ବଲପୁର ଆସୁଛନ୍ତି ମୋଦି; ଭେଟିଦେବେ ୬୮…
ଓଏଲ୍ ବ୍ୟୁରୋ: ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ପ୍ରଧାନମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୋଦି ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ। ଏହି ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ…