Odisha Link
Bridging the Missing Links in Odisha
Browsing Tag

Samir Mohanty

ମୁଖ୍ୟମନ୍ତ୍ରୀଙ୍କ ବନ୍ଦେ ଉତ୍କଳ ଜନନୀ…

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖରେ କରୋନା ଯୋଦ୍ଧାଙ୍କ ସମ୍ମାନରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ କରିଥିବା ଆହ୍ୱାନକୁ ସ୍ୱାଗତ କରିଛନ୍ତି ବିଜେପି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି। ଏ ନେଇ ଶ୍ରୀ ମହାନ୍ତି ଟ୍ୱିଟ୍ କରି କହିଛନ୍ତି ଯେ, କରୋନା…

କୃଷକ, ପ୍ରବାସୀ ଶ୍ରମିକ ଓ ଛୋଟ…

ଭୁବନେଶ୍ବର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଦେଶର ପ୍ରବାସୀ ଶ୍ରମିକ, ରାସ୍ତାକଡ ଦୋକାନୀ, କ୍ଷୁଦ୍ର ବ୍ୟବସାୟୀ ଓ ଛୋଟ କୃଷକ ମାନଙ୍କ ପାଇଁ ଯେଉଁ ସହାୟତା ଘୋଷଣା କରିଛନ୍ତି, ଏହା ସେମାନଙ୍କୁ ଅର୍ଥନୈତିକ ସ୍ୱାବଲମ୍ବୀ କରିବାରେ ବଡ ପଦକ୍ଷେପ ବୋଲି କହିବା ସହ ଏଥିପାଇଁ ପ୍ରଧାନମନ୍ତ୍ରୀ…

ଗଜପତି ମହାରାଜଙ୍କ ମତକୁ ରାଜ୍ୟ ବିଜେପିର…

ଭୁବନେଶ୍ବର: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ଦେଇଥିବା ବାର୍ତାକୁ ରାଜ୍ୟ ବିଜେପି ପକ୍ଷରୁ ସ୍ୱାଗତ କରାଯାଇଛି ବୋଲି ଟ୍ୱିଟ କରି କହିଛନ୍ତି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି। ଶ୍ରୀ ମହାନ୍ତି ଉଲ୍ଲେଖ କରିଛନ୍ତି ଯେ, ଶ୍ରୀମନ୍ଦିର ପରିଚାଳନା କମିଟିର…

କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ…

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ନେପାଳରେ ଫସିଥିବା ଓଡ଼ିଆ ଲୋକଙ୍କୁ ସହାୟତା ମଳିଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛି ରାଜ୍ୟ ବିଜେପି। ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦ୍ୟମକୁ…

ଲକ୍‌ଡାଉନ୍ ଅବଧି ବୃଦ୍ଧି ନିଷ୍ପତିକୁ…

ଭୁବନେଶ୍ବର: କରୋନାକୁ ବିରୁଦ୍ଧରେ ମୁକାବିଲା କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଲକଡାଉନକୁ ମେ ୩ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ଏହା ସହ ୨୧ ଦିନର ଲକ ଡାଉନକୁ ସମଗ୍ର ଦେଶବାସୀ ସମର୍ଥନ କରିଥିବାରୁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଦେଶରେ ଲକଡାଉନ ହେବା କାରଣରୁ କରୋନା…

ରାଜ୍ୟବାସୀ ‘ଆରୋଗ୍ୟ ସେତୁ’…

ଭୁବନେଶ୍ବର: ମହାମାରୀ କରୋନା ବର୍ତମାନ ଭୟଙ୍କର ରୂପ ଧାରଣ କରିଛି। ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଏବଂ ସମସ୍ତ ରାଜ୍ୟ ସରକାରଙ୍କ ସହଯୋଗରେ ଏହି ସଂକଟରୁ ରକ୍ଷା ପାଇବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ଗ୍ରହଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

କରୋନା ପ୍ୟାକେଜ: ପ୍ରଧାନମନ୍ତ୍ରୀ ଓ…

ଭୁବନେଶ୍ବର: କରୋନା ମହାମାରୀକୁ ମୁକାବିଲା କରିବା ପାଇଁ କେନ୍ଦ୍ର ସରକାରଙ୍କ ୧ ଲକ୍ଷ ୭୬ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଏହି ପ୍ୟାକେଜ ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଅଧୀନରେ ଘୋଷଣା କରାଯାଇଛି। କେନ୍ଦ୍ର ସରକାରଙ୍କ ଏହି ଘୋଷଣା ଲକ ଡାଉନ ସମୟରେ ଦେଶର ସମସ୍ତ ଗରୀବ ଜନତାଙ୍କୁ…

ରାଜ୍ୟସଭା ନିର୍ବାଚନ: ପ୍ରାର୍ଥୀ ଘୋଷଣା…

ଭୁବନେଶ୍ବର: ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟସଭା ପାଇଁ ୪ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ସୁବାସ ସିଂହ, ମୁନା ଖାଁ, ସୁଜିତ କୁମାର ଓ ମମତା ମହନ୍ତଙ୍କୁ ବିଜେଡ଼ି ପ୍ରାର୍ଥୀଭାବେ ଘୋଷଣା କରିଛି ବିଜେଡି। ବିଧାନସଭା ସଂଖ୍ୟା ଦୃଷ୍ଟିରୁ ବିଜେଡିର ୩ ପ୍ରାର୍ଥୀ ରାଜ୍ୟସଭା ଯିବା ଏକପ୍ରକାର…

ଯାଜପୁର: ଆସନ୍ତାକାଲି ଜନଜାଗରଣ…

ଭୁବନେଶ୍ବର: ନାଗରିକତା ସଂଶୋଧନ ଆଇନ ଦ୍ୱାରା କୌଣସି ଭାରତୀୟଙ୍କର ଅଧିକାର କ୍ଷୁଣ୍ଣ ହେବନି। ବରଂ ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ରୂପେ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁ ବର୍ଗର ଶରଣାର୍ଥୀ ମାନଙ୍କୁ ନାଗରିକତା ପ୍ରଦାନ କରାଯିବାର…

ରାଜ୍ୟ ସଭାପତି ଦାୟିତ୍ଵ ଗ୍ରହଣ କଲେ ସମୀର…

ଭୁବନେଶ୍ଵର: ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପିର ନବ ନିର୍ବାଚିତ ରାଜ୍ୟ ସଭାପତି ସମୀର ମହାନ୍ତି ଦାୟିତ୍ଵ ଗ୍ରହଣ କରିଛନ୍ତି। ଆଜି ଭୁବନେଶ୍ଵର ସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟଠାରେ ଦଳ ପକ୍ଷରୁ ଏକ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଥିଲା ଏହି ଉତ୍ସବରେ ସମୀର ମହାନ୍ତିଙ୍କୁ ସମ୍ବର୍ଦ୍ଧନା…