Odisha Link
Bridging the Missing Links in Odisha
Browsing Tag

Samir Ranjan Dash

ସମୀର ଦାଶଙ୍କ କାହିଁକି କଟିଲା ଟିକେଟ୍‌ ?…

ଓଏଲ୍‌ ବ୍ୟୁରୋ: ରୋଚକ ମୋଡ଼ରେ ନିମାପଡ଼ା ରାଜନୀତି। ବିଜେଡି ଟିକେଟ ଘୋଷଣା ହେବା ପରେ ନିମାପଡ଼ା ରାଜନୀତିରେ ସାମ୍ନାକୁ ଆସୁଛି ନୂଆ ନୂଆ ଖବର। ବିଜେଡି ନିମାପଡ଼ାରୁ ଦିଲ୍ଲୀପ ନାୟକଙ୍କୁ ଟିକେଟ ଦେବା ପରେ ବିଧାୟକ ସମୀର ରଞ୍ଜନ ଦାଶଙ୍କ ସମର୍ଥକଙ୍କ ଭିତରେ ତେଜୁଛି ଅସନ୍ତୋଷ। ଏହାରି ମଧ୍ୟରେ ଭାଇରାଲ ହେଉଛି ଏକ…

ନିମାପଡ଼ା ବିଧାନସଭା: ଟିିକେଟ୍‌ କଟିଲା…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ରାଜ୍ୟରେ ବଢ଼ିଚାଲିଛି ତାପମାତ୍ରା। ସେହିପରି ରାଜ୍ୟ ରାଜନୀତିର ପାରା ଉପରମୁହାଁ ହେବା ସହିତ ଉଷ୍ମ ହେବାରେ ଲାଗିଛି। ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡିି, ବିଜେପି ଓ କଂଗ୍ରେସ କିଛି ବିଧାନସଭା ଆସନକୁ ଛାଡ଼ି ପ୍ରାୟ ଆଉ ସବୁ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରି…

ଚାଲିଛି ମାଟ୍ରିକ ପରୀକ୍ଷା: ପରୀକ୍ଷା…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ସମେଟିଭ ୨ ପରୀକ୍ଷା। ଚଳିତଥର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ହେଉଛି ପରୀକ୍ଷା। ଆଜି ପ୍ରଥମ ଦିନରେ ପ୍ରଥମ ଭାଷା (ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲଗୁ, ଅଲଟରନେଟିଭ ଇଂରାଜୀ) ପରୀକ୍ଷା ଶେଷ ହୋଇଛି। ପରୀକ୍ଷା ଚାଲିଥିବା ସମୟରେ ଭୁବନେଶ୍ୱର ଡୁମଡୁମା…

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା,…

ଓଏଲ୍‌ ବ୍ୟୁରୋ: ଆସନ୍ତା ୧୦ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହି ପରୀକ୍ଷା ମାର୍ଚ୍ଚ ୧୭ ଯାଏଁ ଚାଲିବ। ଚଳିତବର୍ଷ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ଲକ୍ଷ ୪୧ହଜାର ୨୪୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏଥିରେ ହାଇସ୍କୁଲ, ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ମଧ୍ୟମାର ପିଲାମାନେ…

ଆଜିଠୁ ମାଟ୍ରିକ୍‌ ସମେଟିଭ୍-୧ ପରୀକ୍ଷା

ଭୁବନେଶ୍ବର: ଆଜିଠୁ ଆରମ୍ଭ ଦଶମ ଶ୍ରେଣୀ ସମେଟିଭ୍‌-୧ ପରୀକ୍ଷା। ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ। ପ୍ରଥମ ୩ ଦିନ ୨ଟି ସିଟିଂ ହେବ ଥିଓରି ପରୀକ୍ଷା। ୮ ତାରିଖ ଦିନ କେବଳ ପ୍ରାକ୍ଟିକାଲ ପରୀକ୍ଷା କରାଯିବ।…

ରାତିପାହିଲେ ମାଟ୍ରିକ୍‌ ସମେଟିଭ୍-୧…

ଭୁବନେଶ୍ବର: ରାତିପାହିଲେ ଆରମ୍ଭ ହେବ ଦଶମ ଶ୍ରେଣୀ ସମେଟିଭ୍‌-୧ ପରୀକ୍ଷା। ଜାନୁଆରୀ ୫ରୁ ୮ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଆଗକୁ ତୃତୀୟ ଲହର…

ଜାନୁଆରୀ ୩ରୁ ଖୋଲିବ ପ୍ରଥମରୁ-୫ମ ଶ୍ରେଣୀ

ଭୁବନେଶ୍ବର: ଦେଶରେ ଓମିକ୍ରନ୍‌ ମାମଲା ବଢ଼ୁଥିବା ବେଳେ ପ୍ରଥମରୁ ୫ମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ଘୋଷଣା କରିଛନ୍ତି ସରକାର। ରାଜ୍ୟରେ ଥିବା ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ୨୭ ହଜାର ବିଦ୍ୟାୟକୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ ତାରିଖରୁ ୮…

ଜୁଲାଇ ଶେଷରେ ଯୁକ୍ତ ୨ ପରୀକ୍ଷା ଫଳ:…

ଭୁବନେଶ୍ବର: ଜୁଲାଇ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବା ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ଆଜି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ପୂର୍ବରୁ ଅଗଷ୍ଟ ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ପାଇବାର ଥିଲା, ସୁପ୍ରିମକୋର୍ଟଙ୍କ ନିର୍ଦେଶ ପରେ ୩୧ ସୁଦ୍ଧା ରେଜଲ୍ଟ ପାଇଁ ଚାଲିଛି ପ୍ରୟାସ’ ବୋଲି…

୭୦% ସିଲାବସ୍‌ରୁ ହେବ ମାଟ୍ରିକ୍…

ଭୁବନେଶ୍ବର: ବିନା ପରୀକ୍ଷାରେ ପ୍ରକାଶ ପାଇଥିଲା ମାଟ୍ରିକ୍‌ ପରୀକ୍ଷା ଫଳ। ଏହାକୁ ନେଇ ରାଜ୍ୟରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ କରିଥିଲେ ହୋହାଲ୍ଲା ପ୍ରସଙ୍ଗ। ଏସବୁ ମଧ୍ୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରଖିଛନ୍ତି ପ୍ରତିକ୍ରିୟା ସେ କହିଛନ୍ତି ଯେ, ୭୦ ପ୍ରତିଶତ ସିଲାବସ୍‌ରୁ ହେବ…

ଜୁନ ଶେଷ ସପ୍ତାହରେ ମାଟ୍ରିକ ରେଜଲ୍ଟ:…

ଭୁବନେଶ୍ବର: ମହାମାରୀ କରୋନା ସମୟରେ ବଡ଼ ଖବର। ଚଳିତ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷା ଫଳ। ଏନେଇ ରବିବାର ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଚଳିତ ବର୍ଷ କରୋନାର ୨ୟ ଲହରକୁ ଦେଖି ମାଟ୍ରିକ ପରୀକ୍ଷାକୁ ସ୍ଥଗିତ…