ପଶ୍ଚିମ ୟୁପି ଛାତ୍ରଙ୍କୁ ୧୦% ଆରକ୍ଷଣ…
ମୀରଟ: ପୁଣିଥରେ ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ସଞ୍ଜୀବ ବାଲିୟାନ। ପୂର୍ବରୁ ବହୁଥର ନିଜର ବିବାଦୀୟ ବୟାନ ପାଇଁ ଚର୍ଚ୍ଚାରେ ରହୁଥିବା କେନ୍ଦ୍ରମନ୍ତ୍ରୀ ସଞ୍ଜୀବ ଏବେ ଜେଏନୟୁ ଓ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଖୋଲା ଧମକ ଦେଉଥିବା ଖବର ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ହୋଇଛି।…