କରୋନା ମୁକାବିଲା: ଗଞ୍ଜାମ ଜିଲ୍ଲାର…
ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ। ରାଜ୍ୟର ଗଞ୍ଜାମ ଜିଲ୍ଲା ସବୁଠାରୁ ପ୍ରଭାବିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସି ଜରିଆରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ସରପଞ୍ଚମାନଙ୍କ ସହିତ କୋଭିଡ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଛନ୍ତି। ଗଞ୍ଜାମ ଜିଲ୍ଲାରେ…