Odisha Link
Bridging the Missing Links in Odisha
Browsing Tag

Sarathi Conditional Bail

ଆଜି ମୁକୁଳିପାରନ୍ତି ସାରଥି 

କଟକ : କେନ୍ଦ୍ରାପଡ଼ା ଏସଡ଼ିଜେଏମ କୋର୍ଟରେ ବେଲ୍ ବଣ୍ଡ୍ ଦାଖଲ ହୋଇଛି। ସେଠାରୁ ରିପୋର୍ଟ ଆସିବା ପରେ ସାରଥୀ ଜେଲରୁ ମୁକୁଳିବାର ସମ୍ଭାବନା ରହିଛି। ପୂର୍ବରୁ କେନ୍ଦ୍ରାପଡ଼ା ବାରିମୂଳ ଆଶ୍ରମ ଅନ୍ତେବାସିନୀ ମା’ ଓ ଝିଅଙ୍କ ମାମଲାରେ ହାଇକୋର୍ଟ ସାରଥିଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କାର ୨…

ସାରଥି ଓରଫ ସନ୍ତୋଷ ରାଉଳଙ୍କୁ ମିଳିଲା…

କଟକ : କେନ୍ଦ୍ରାପଡ଼ା ବାରିମୂଳ ଆଶ୍ରମର ସାରଥି ବାବା ଓରଫ ସନ୍ତୋଷ ରାଉଳଙ୍କୁ ଆଜି ଗୋଟିଏ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ତାଙ୍କ ବିରୋଧରେ ସମୁଦାୟ ୩ଟି ମାମଲା ଥିଲା। ଏହି ୩ଟି ମାମଲା ମଧ୍ୟରୁ ଇତିମଧ୍ୟରେ ସେ ଦୁଇଟି ମାମଲାରେ ଜାମିନ ପାଇସାରିଥିଲେ। ଏବେ ଶେଷ ମାମଲାରେ ମଧ୍ୟ…