Odisha Link
Bridging the Missing Links in Odisha
Browsing Tag

school and mass education department

୫-ଟି ପରେ ୫-ସି

ଓଏଲ୍‌ ବ୍ୟୁରୋ: ରାଜ୍ୟର ଶିକ୍ଷା କ୍ଷେତ୍ରର ହେବ ବିକାଶ। କାରଣ ୫-ଟି ପରେ ଏବେ ଲାଗୁ ହେବାକୁ ଯାଉଛି ୫-ସି। ଏହା ଏକ ଯୋଜନା ନୁହେଁ ମୋ ସ୍କୁଲ ଅଭିଯାନର ଏକ ଅଂଶବିଶେଷ। ୫-ସି କୌଣସି ନୂଆ ଯୋଜନା ନୁହେଁ ଏହା ଏକ ନୂତନ ଚିନ୍ତାଧାରା। ୫-ସିର ଅର୍ଥ ହେଉଛି କମ୍ୟୁନିଟି, କନେକ୍ଟ, କୋଲାବରେସନ, କ୍ରିଏଟ ଓ…

କୋଭିଡ କଟକଣାରେ ଓଡ଼ିଶାରେ ହେବ ୧୦ମ ଓ…

ଓଏଲ୍‌ ବ୍ୟୁରୋ : ଚୀନରେ ବ୍ୟାପୁଥିବା କରୋନାର ନୂଆ ଭୂତାଣୁକୁ ନେଇ ସାରା ବିଶ୍ୱବାସୀ ଚିନ୍ତାରେ ଥିବାବେଳେ ବିଦେଶୀ ଫେରନ୍ତା ଭାରତୀୟ କରୋନା ପଜିଟିଭ ଥିବା ଜଣା ପଡିଥିଲା। ସରକାର କରୋନା ସଂକ୍ରମଣକୁ ରୋକିବା ପାଇଁ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଏଥି ମଧ୍ୟରେ ଓଡ଼ିଶାର ଗଣଶିକ୍ଷା ମନ୍ତ୍ରୀ ଏକ ବଡ…

ସ୍କୁଲ ଫି’ ଛାଡ଼ ପ୍ରସଙ୍ଗ, ହାଇକୋର୍ଟଙ୍କ…

ଭୁବନେଶ୍ୱର: ସ୍କୁଲ ଫି ଛାଡ଼ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ମନ୍ତ୍ରୀ କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଏଯାଏଁ ବିଭାଗ ନିକଟକୁ ପହଞ୍ଚି ନାହିଁ। ଗଣମାଧ୍ୟମରୁ ହିଁ ସମସ୍ତ କଥା ଜାଣିବା ପାଇଁ ମିଳିଛି। ତେଣୁ ଆଗାମୀ ସମୟରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମିଳିଲା ପରେ…

ଆଜିଠୁ ‘ରେଡ଼ିଓ ପାଠଶାଳା’…

ଭୁବନେଶ୍ୱର: ଆଜିଠୁ ରେଡ଼ିଓରେ ପ୍ରସାରିତ ହେବ 'ରେଡ଼ିଓ ପାଠଶାଳା' କାର୍ଯ୍ୟକ୍ରମ। କୋଭିଡ୍‌-୧୯ ସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ଏହି “ରେଡ଼ିଓ ପାଠଶାଳା’ କାର୍ଯ୍ୟକ୍ରମ ପ୍ରସାରଣ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଗତ…

୧୪ରୁ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ଶିଶୁ…

ଭୁବନେଶ୍ବର: ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଆନୁକୁଲ୍ୟରେ ଆସନ୍ତା ୧୪ରୁ ତିନିଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି-୨୦୧୯' ଆରମ୍ଭ ହେବ। ତିନିଦିନ ବ୍ୟାପି ଏହି ମହୋତ୍ସବ ୟୁନିଟ-୯ ସ୍ଥିତ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ। ଏଥିରେ ଅଂଶ ଗ୍ରହଣ କରିବା ଲାଗି ପ୍ରତ୍ୟେକ…