Odisha Link
Bridging the Missing Links in Odisha
Browsing Tag

School

କରୋନା କଟକଣା ଭିତରେ ଆଜିଠୁ ଖୋଲିବ ସ୍କୁଲ

ଭୁବନେଶ୍ବର: କରୋନା କଟକଣା ଭିତରେ ଆଜିଠୁ ଖୋଲିବ ସ୍କୁଲ। ପ୍ରଥମ ପର୍ଯ୍ୟାୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପାଠପଢିବେ। ସରକାରଙ୍କ ଦ୍ବାରା ଜାରି କରିଥିବା ଗାଇଡଲାଇନକୁ କଡା ପାଳନ କରି ଛାତ୍ରଛାତ୍ରୀଙ୍କୁ ଶ୍ରେଣୀଗୃହରେ ପାଠପଢ଼ା ଯିବାର ବ୍ୟବସ୍ଥା କରିଛନ୍ତି ସ୍କୁଲ କର୍ତ୍ତୃପକ୍ଷ।…

୨୬ରୁ ଖୋଲିବ ହଷ୍ଟେଲ, ସରକାର କଲେ ଘୋଷଣା

ଭୁବନେଶ୍ବର: କରୋନା କାଳରେ ରାଜ୍ୟ ସରକାର କଲେ ବଡ଼ ଘୋଷଣା। ଆସନ୍ତା ୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀ ପିଲାଙ୍କ ହଷ୍ଟେଲ ଖୋଲିବ ବୋଲି ସରକାର ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ମୁଖ୍ୟତଃ…

ସ୍କୁଲ ଖୋଲିବା ନେଇ ଜାରି ହେଲା ଏସଓପି

ଭୁବନେଶ୍ୱର: ରାଜ୍ୟରେ ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ ବୋଲି ସେ…

କେବେ ଖୋଲିବ ସ୍କୁଲ, କଲେଜ?

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। ହେଲେ ଏବେ ବି ରାଜ୍ୟର ୧୦ ଜିଲ୍ଲାରେ କରୋନା ସଂକ୍ରମଣରେ ଲାଗିନି ବିରାମ। ଏସବୁ ମଧ୍ୟରେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କରିଛନ୍ତି ବଡ଼ ଘୋଷଣା। ଅଗଷ୍ଟ ୧ ଯାଏଁ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ କଟକଣା ରହିବ ବୋଲି ସେ…

କାଲିଠୁ ସ୍କୁଲରେ ନାମଲେଖା ପ୍ରକ୍ରିୟା…

ଭୁବନେଶ୍ବର: ଆସନ୍ତା କାଲିଠୁ ସ୍କୁଲରେ ଆରମ୍ଭ ହେଉଛି ନାମଲେଖା ପ୍ରକ୍ରିୟା। ରାଜ୍ୟର ମାଧ୍ୟମିକ ଓ ପ୍ରାଥମିକ ସ୍କୁଲରେ ନାମଲେଖା ହେବ। ନାମଲେଖା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ସଚିବଙ୍କ ଚିଠି ଲେଖାଯାଇଛି। ଆସନ୍ତା ମେ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ…

ଶିକ୍ଷାବର୍ଷ ଆରମ୍ଭରୁ ହେବ ରିଭିଜନ୍…

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀ ବିନା ପରୀକ୍ଷାରେ ପାସ୍‌ ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ। ବର୍ତ୍ତମାନ ସରକାରଙ୍କ ପକ୍ଷରୁ ଆଉ ଏକ ଘୋଷଣାନାମା ଆସିଛି। ବର୍ତ୍ତମାନ ଛାତ୍ରଛାତ୍ରୀଙ୍କ ରିଭିଜନ୍ କ୍ଲାସ ହେବ। ଶିକ୍ଷାବର୍ଷ ଆରମ୍ଭରୁ ଛାତ୍ରଛାତ୍ରୀଙ୍କ ରିଭିଜନ୍ କ୍ଲାସ୍…

ସ୍କୁଲରୁ ୧୪ କରୋନା ପଜିଟିଭ୍, ଅଞ୍ଚଳକୁ…

ଡେରାଡୁନ୍: ଦେଶରେ ପୁଣି କରୋନାର ସଂକ୍ରମଣ ହାର ଦିନକୁ ଦନ ବଢ଼ିବାରେ ଲାଗିଛି। ଉତ୍ତରାଖଣ୍ଡର ମସୁରୀର ଏକ ସ୍କୁଲରୁ ୧୪ ଜଣ ପିଲା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ପ୍ରଶାସନ ପକ୍ଷରୁ ବାର୍ଲୋଗଞ୍ଜ ଓ ଗେଲୱେ କଟେଜ୍ ଆଦି ଅଞ୍ଚଳକୁ ଲକଡାଉନ୍ ଘୋଷଣା କରାଯାଇଛି। ବାର୍ଲୋଗଞ୍ଜରେ ଥିବା ସେଣ୍ଟ ଜର୍ଜ…

ବିନା ପରୀକ୍ଷାରେ ପାସ୍ ହେବେ ପ୍ରଥମରୁ…

ଭୁବନେଶ୍ୱର: ବିନା ପରୀକ୍ଷାରେ ପାସ୍ ହେବେ ପ୍ରଥମରୁ ଅଷ୍ଟମ ଛାତ୍ରଛାତ୍ରୀ। ବାର୍ଷିକ ପରୀକ୍ଷା ନକରାଯାଇ ଛାତ୍ରଛାତ୍ରୀଙ୍କୁ ଉପର ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବା। ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ବିନା ପରୀକ୍ଷାରେ ପାସ୍ ହେବେ ଛାତ୍ରଛାତ୍ରୀ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗଣଶିକ୍ଷା ବିଭାଗ…

ଏପ୍ରିଲ ମାସରୁ ରବିବାର ଦିନ ବନ୍ଦ ରହିବ…

ଭୁବନେଶ୍ୱର: ଏପ୍ରିଲ ମାସରୁ ରବିବାର ଦିନ ବନ୍ଦ ରହିବ କ୍ଳାସ। ଏ ନେଇ ସବିଶେଷ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ମାର୍ଚ୍ଚ ଶେଷ ସୁଦ୍ଧା ଛାତ୍ରଛାତ୍ରୀଙ୍କ ସମସ୍ତ କୋର୍ସ କଭର ହୋଇଯିବ ।  ରେଗୁଲାର କ୍ଲାସର ଆଉ ଆବଶ୍ୟକତା ରହିବ ନାହିଁ । ଏପ୍ରିଲ ମାସରୁ ରିଭିଜନ କ୍ଲାସ ଆରମ୍ଭ…

ରାଜ୍ୟରେ ପୁଣି ବଦଳିଲା ସ୍କୁଲ ସମୟ

ଭୁବନେଶ୍ବର:  ପ୍ରଚଣ୍ଡ ଖରା ପାଇଁ ସକାଳୁଆ ସ୍କୁଲର ସମୟ ପରିବର୍ତ୍ତନ କଲା ସ୍କୁଲ ଓ ଗଣଶିକ୍ଷା ବିଭାଗ। ତେବେ ନବମ, ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ସ୍କୁଲ ସମୟ ଅପରିବର୍ତ୍ତିତ ଥିବାବେଳେ କେବଳ ଦଶମ, ଦ୍ୱାଦଶ ପିଲାଙ୍କ ପାଇଁ ସ୍କୁଲ ସମୟ ପରିବର୍ତ୍ତନ କରିଛି ବିଭାଗ। ତେବେ ଦଶମ, ଦ୍ୱାଦଶ…