ବଦଳିଲା ନିୟମ, ମାର୍ଚ୍ଚ ପହିଲାରୁ ସକାଳୁଆ…
ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ସମୟ ବଦଳିଛି। ଏଣିକି ଛାତ୍ରଛାତ୍ରୀମାନେ ସକାଳୁ ଆସି ସ୍କୁଲରେ ପାଠ ପଢ଼ିବେ। ଏନେଇ ଆଜି ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି।
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…