ଟିମ୍ ଇଣ୍ଡିଆକୁ ଝଟକା: ଟି-୨୦ ସିରିଜରୁ…
ନୂଆଦିଲ୍ଲୀ: ଆଜି ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପାଇଁ ଗସ୍ତ କରିଛି। ଏହା ପୂର୍ବରୁ ଟିମ୍ ଇଣ୍ଡିଆକୁ ଜବରଦସ୍ତ ଝଟକା ଲାଗିଛି। ଷ୍ଟାର୍ ଓପନିଂ ବ୍ୟାଟ୍ସମ୍ୟାନ୍ ଶିଖର ଧୱନ୍ ଆହତ କାରଣରୁ ନ୍ୟୁଜିଲ୍ୟାଣ୍ଡ୍ ବିପକ୍ଷ ଟି-୨୦ ସିରିଜ୍ ଖେଳିପାରିବେ ନାହିଁ। ଅଷ୍ଟ୍ରେଲିଆ ବିପକ୍ଷ ରବିବାର…