Odisha Link
Bridging the Missing Links in Odisha
Browsing Tag

Similipal Fire

ଭୁବନେଶ୍ୱରରେ କେନ୍ଦ୍ରୀୟ ଟିମ୍ ସଦସ୍ୟ

ଭୁବନେଶ୍ୱର: ଶିମିଳିପାଳରେ ନିଆଁ ଲାଗିବା ଘଟଣାକୁ ନେଇ କେନ୍ଦ୍ରୀୟ ଟିମ ସଦସ୍ୟ ଓଡ଼ିଶାରେ ପହଞ୍ଚିଛନ୍ତି। କେନ୍ଦ୍ରୀୟ ଟିମ୍‌ର ସଦସ୍ୟ ଅମିତ ମଲ୍ଲିକ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଟିମ୍‌ର ଅନ୍ୟ ଜଣେ ସଦସ୍ୟ ସୁବ୍ରତ ମହାପାତ୍ର ମଧ୍ୟ ଭୁବନେଶ୍ୱରରେ ଅଛନ୍ତି। କେନ୍ଦ୍ରୀୟ ଟିମ୍‌ର ସଦସ୍ୟ ଅମିତ ଓ…

ଶିମିଳିପାଳରେ କୁଆପଥର ବର୍ଷା

ବାରିପଦା: ୨ ସପ୍ତାହରୁ ଊର୍ଦ୍ଧ୍ବ ଦିନ ହେଲାଣି ଜଳୁଛି ଶିମିଳିପାଳ ଅଭୟାରଣ୍ୟ। ବନବିଭାଗ ଓ ଓଡ୍ରାଫ୍ଟ ଟିମ୍‌ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଥିଲେ ମଧ୍ୟ ଶିମିଳିପାଳ ଅଭୟାରଣ୍ୟରେ ଜଳୁଥିବା ବେଳେ ନିଆଁକୁ ଆୟତ୍ତ କରୋଯାଇ ପାରିନାହିଁ। ନିଆଁକୁ ନେଇ ସମଗ୍ର ରାଜ୍ୟବାସୀ ଚିନ୍ତିତ ଥିବା ବେଳେ ଆଜି…

ରାଜ୍ୟର ସବୁ ବନ କର୍ମଚାରୀଙ୍କ ଛୁଟି…

ଭୁବନେଶ୍ୱର: ରାଜ୍ୟର ପ୍ରାୟତଃ ବହୁ ଜଙ୍ଗଲ ଏବେ ଜଳୁଛି। ଅନେକ ଦିନ ହେଲା ଶିମିଳିପାଳ ଅଭୟାରଣ୍ୟ ଜଳୁଥିବା ବେଳେ ନିଆଁକୁ ଆୟତ୍ତ କରାଯାଇ ପାରିନାହିଁ। ଶିମିଳିପାଳ ଓ ଅନ୍ୟ ଜଙ୍ଗଲରେ ନିଆଁକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ଆଜି ରାଜ୍ୟ ସରକାର ଏହି ନିଷ୍ପତ୍ତି…

ଶିମିଳିପାଳ ବନାଗ୍ନି ନିରୀକ୍ଷଣ ପାଇଁ…

ଭୁବନେଶ୍ୱର: ଶିମିଳିପାଳ ବନାଗ୍ନି ନିରୀକ୍ଷଣ ପାଇଁ ଆସିବ କେନ୍ଦ୍ରୀୟ ଟିମ୍। ଆସନ୍ତାକାଲି କେନ୍ଦ୍ରୀୟ ଟିମ୍ ଶିମିଳିପାଳ ଆସିବ। ଶିମିଳିପାଳ ଜଙ୍ଗଲରେ ବିଭିନ୍ନ ସ୍ଥାନରେ ନିଆଁ ଜଳୁଥିବା ବେଳେ ବନାଗ୍ନି ସମସ୍ୟାକୁ ନେଇ ରାଜ୍ୟ ବିଜେପିର ୯ଜଣିଆ ସଂସଦୀୟ ପ୍ରତିନିଧି ମଣ୍ଡଳୀ କେନ୍ଦ୍ର ଜଙ୍ଗଲ ଓ ପରିବେଶ…

ନିୟନ୍ତ୍ରଣକୁ ଆସୁଛି ଶିମିଳିପାଳ ଜଙ୍ଗଲର…

ଭୁବନେଶ୍ବର: ରାଜ୍ୟରେ ବିଭିନ୍ନ ସ୍ଥାନରେ ଜଳୁଥିବା ଜଙ୍ଗଲରେ ନିଆଁ ଆୟତ୍ତକୁ ଆସୁଛି। ଜଙ୍ଗଲ ନିଆଁ ପ୍ରସଙ୍ଗରେ ଟାସ୍କଫୋର୍ସ ଅଧ୍ୟକ୍ଷ ସନ୍ଦୀପ ତ୍ରିପାଠୀ ସୂଚନା ଦେବା ବେଳେ ଆଶ୍ୱସ୍ତିକର ଖବର ଦେଇଛନ୍ତି। ତେବେ ସନ୍ଦୀପଙ୍କ ସୂଚନା ମୁତାବକ ୯୫ ପ୍ରତିଶତ ଭାଗରୁ ଅଧିକ ଫାୟାର ପଏଣ୍ଟରେ ନିଆଁ ନିୟନ୍ତ୍ରଣକୁ…