ସ୍ମାର୍ଟ ଇଣ୍ଡିଆ ହାକାଥନ୍ -୨୦୨୦…
ଭୁବନେଶ୍ୱର: ଡିଜିଟାଲ୍ ପ୍ରକ୍ରିୟାରେ କିଭଳି ଭାବରେ ଅପରାଧର ମୁକାବିଲା କରାଯାଇପାରିବ ସେହି ସମାଧାନର ସୂତ୍ର ବାହାର କରି ସ୍ମାର୍ଟ ଇଣ୍ଡିଆ ହାକାଥନ୍ (ଏସ୍ଆଇଏଚ୍)- ୨୦୨୦ ପ୍ରତିଯୋଗିତାରେ ବିଜୟୀ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ଛାତ୍ରଛାତ୍ରୀ। ସୋଆ ପରିଚାଳିତ…