Odisha Link
Bridging the Missing Links in Odisha
Browsing Tag

soa university

ସୋଆ ମୁନ୍‌ ୨୦୨୧ ଉଦ୍‌ଯାପିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ସୋଆ ମଡେଲ ୟୁନାଇଟେଡ୍ ନେସନସ୍ (ସୋଆ ମୁନ୍‌ ୨୦୨୧) ଉଦ୍‌ଯାପିତ ହୋଇଯାଇଛି। ଗତ ଡିସେମ୍ବର ୪ ତାରିଖ ଏହି କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଥିବା ବେଳେ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ସୋଆ ଛାତ୍ରମଙ୍ଗଳ ଡିନ୍…

NIRF ର‍୍ୟାଙ୍କିଙ୍ଗ୍‌: ଓଡ଼ିଶାର ଶ୍ରେଷ୍ଠ…

ଭୁବନେଶ୍ବର: ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନୀତ ହୋଇ ବଜାୟ ରଖି ଓଡ଼ିଶାର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ନିଜ ସ୍ଥାନ ବଜାୟ ରଖିଛି ଶିକ୍ଷା ଓ ଅନୁସନ୍ଧାନ। ଗୁରୁବାର ବିଭିନ୍ନ ବର୍ଗର ଶିକ୍ଷାନୁଷ୍ଠାନକୁ ନେଇ ନ୍ୟାସନାଲ୍‌ ଇନଷ୍ଟିଚ୍ୟୁସନାଲ୍‌ ର‍୍ୟାଙ୍କିଙ୍ଗ୍‌ ଫ୍ରେମ୍‌ୱାର୍କ -୨୦୨୧

୨୦୨୧ ନିମନ୍ତେ ଶ୍ରେଷ୍ଠ ପ୍ରାଧ୍ୟାପକ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବାୟୋ ଫୁଏଲ୍ସ ଆଣ୍ଡ ବାୟୋପ୍ରୋସେସିଙ୍ଗ ରିସର୍ଚ୍ଚ କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଳା ଶ୍ରେଷ୍ଠ ପ୍ରଧ୍ୟାପକ ଭାବେ ଚଳିତ ବର୍ଷର ଏସିଆନ ଏଜୁକେସନ ଆୱାର୍ଡରେ ସମ୍ମାନିତ ହୋଇଛନ୍ତି। ଦୀର୍ଘ ଦିନ ଧରି ଶିକ୍ଷା କ୍ଷେତ୍ରରେ ତାଙ୍କର…

ସୋଆ ପକ୍ଷରୁ ପ୍ରଥମ ଓଡିକନ୍‌ -୨୦୨୧…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଦୁଇ ଦିନିଆ ପ୍ରଥମ ଓଡ଼ିଶା ଅନ୍ତର୍ଜାତୀୟ କର୍ମଶାଳା ‘ଇଲେକ୍ଟ୍ରିକାଲ୍ ପାୱାର ଇଞ୍ଜିନିୟରିଂ, କମୁନିକେସନ୍ ଆଣ୍ଡ କମ୍ପ୍ୟୁଟିଙ୍ଗ୍ ଟେକ୍ନୋଲୋଜି’ (ଓଡିକନ୍‌-୨୦୨୧)ର ଆୟୋଜନ କରାଯାଇଥିବା ବେଳେ ଏହି କର୍ମଶାଳାରେ ରିନ୍ୟୁଏବଲ୍ ଏନର୍ଜି ଏବଂ ଆର୍ଟିଫିସିଆଲ୍…

ସୋଆ ସାଧାରଣତନ୍ତ୍ର ଦିବସ ପ୍ୟାରେଡ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ରେ ରବିବାର ଠାରୁ ଆରମ୍ଭ ହେବ ୧୦ ଦିନିଆ ସାଧାରଣତନ୍ତ୍ର ଦିବସ ପୂର୍ବବର୍ତୀ ପ୍ୟାରେଡ କ୍ୟାମ୍ପ। ଏହି କ୍ୟାମ୍ପରେ ପୂର୍ବାଞ୍ଚଳ ଏବଂ ଉତର ପୂର୍ବାଞ୍ଚଳ ରାଜ୍ୟରୁ ୨୦୦ ଜଣ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଯୋଗ ଦେବେ। କେନ୍ଦ୍ର ସରକାର,…

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ…

ଭୁବନେଶ୍ୱର: ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ୭ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି। ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିବା ବେଳେ ଏହି…

ସୋଆ ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା…

ଭୁବନେଶ୍ୱର: ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ଜନ୍ମ ବାର୍ଷିକି ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଉଥିବା ବେଳେ ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ଏନଏସଏସ ଶାଖା ଆନୁକୂଲ୍ୟରେ ଏହି ସ୍ୱତନ୍ତ୍ର ଦିବସ ପାଳନ କରାଯାଇଛି। ସୋଆ କୁଳପତି ପ୍ରଫେସର…

ନିଟ୍ ପରୀକ୍ଷାରେ ସୋଆ ଆଇ.ଏଚ୍‌.ଏସ୍‌.ଇ ର…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ + ୨ ମହାବିଦ୍ୟାଳୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହାୟର୍‌ ସେକେଣ୍ଡାରୀ ଏଜୁକେସନ୍‌ର ୮ ଜଣ ଛାତ୍ରଛାତ୍ରୀ ସର୍ବଭାରତୀୟ ମେଡିକାଲ୍ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ କୃତିତ୍ୱର ସହ ସମ୍ମାନ ଜନକ ସ୍ଥାନ (ର‌୍ୟାଙ୍କ) ରଖି ସଫଳତା ହାସଲ କରିଛନ୍ତି। ନିଟ୍‌ରେ ସଫଳତା…

ସୋଆ ବିଶ୍ୱବିଦ୍ୟାଳୟକୁ କ୍ୟୁଏସ୍ ଆଇ-ଗଜ୍…

ଭୁବନେଶ୍ୱର: ଚଳିତବର୍ଷ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଂ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗରେ ଦେଶର ୨୦ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ) ହାସଲ କରିଛି ଆଉ ଏକ ସଫଳତା। ପୂର୍ବ ଭାରତରେ…

କୋଭିଡ-୧୯ ପରିପ୍ରେକ୍ଷୀରେ ସୋଆ…

ଭୁବନେଶ୍ୱର : କୋଭିଡ-୧୯ ସଂକ୍ରମଣ ପରବର୍ତୀ ପାଂଚ ମାସ ମଧ୍ୟରେ ସୋଆ ଡିମ୍‌ଡ ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ ସ୍ୱେଚ୍ଛାସେବୀ ମାନେ କରୋନା ଭାଇରସ୍ସ ଚେତନତା ସହିତ ବିଭିନ୍ନ କାର୍ଯ୍ୟକ୍ରମରେ ସଂପୃକ୍ତ ରହି ଏହି ପରିସ୍ଥିତିର ମୁକାବିଲା କରି ଚାଲିଛନ୍ତି। କୋଭିଡ-୧୯ ପ୍ରାଦୁର୍ଭାବ ଆରମ୍ଭ ହେବା ପରେ ସୋଆ…