Odisha Link
Bridging the Missing Links in Odisha
Browsing Tag

soa university

ପୁଣି ଥରେ ଟାଇମ୍ସ ୱାର୍ଲ୍ଡ…

ଭୁବନେଶ୍ୱର: ଟାଇମ୍ସ ହାୟର ଏଜୁକେସନ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ ୨୦୨୧ରେ ସୋଆ ବିଶ୍ୱବିଦ୍ୟାଳୟ ଲଗାତାର ଦ୍ୱିତୀୟ ଥର ପାଇଁ ୧୦୦୧ ପ୍ଲସ୍ କାଟେଗୋରୀରେ ନିଜ ସ୍ଥାନ ହାସଲ କରିବାରେ ସଫଳତା ହାସଲ କରିଛି। ଉଚ୍ଚ ଶିକ୍ଷା କ୍ଷେତ୍ରରେ ୫ଟି ବିସ୍ତୃତ ଦିଗକୁ ନେଇ ଏହି ର‌୍ୟାଙ୍କିଙ୍ଗ ପ୍ରସ୍ତୁତ…

ଭିଡ଼ିଓ କନ୍‌ଫରେନ୍ସରେ ସୋଆ ଏନ୍‌ଏସ୍‌ଏସ୍‌

ଭୁବନେଶ୍ୱର : କରୋନା ମହାମାରୀକୁ ନେଇ ସାରା ବିଶ୍ୱ ଚିନ୍ତିତ। ଭାରତ ସରକାର ତଥା ଓଡ଼ିଶା ସରକାର ମଧ୍ୟ ଏହି କରୋନା ମହାମାରୀଠାରୁ କିପରି ଜନସାଧାରଣକୁ ସୁରକ୍ଷିତ ରଖାଯିବ ତାହାକୁ ନେଇ ଅନେକ ପ୍ରଚେଷ୍ଟା ଜାରି ରହିଛି । ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ ମଧ୍ୟରେ ଅନେକ ଶିକ୍ଷାନୁଷ୍ଠାନ ଅନ୍‌ଲାଇନ୍‌ ମାଧ୍ୟମରେ…

ଅଗଷ୍ଟ ୩ରୁ ଅନଲାଇନ ସାଟ ଆଡ଼ମିସନ…

ଭୁବନେଶ୍ୱର: ସୋମବାର ଠାରୁ ଆରମ୍ଭ ହେବ ଶିକ୍ଷା ଓ ଅନୁସନ୍ଧାନ ଆଡ଼ମିସନ ଟେଷ୍ଟ (ସାଟ-୨୦୨୦)। ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ଟୁ ବି ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଏହି ଅନଲାଇନ ପରୀକ୍ଷା ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଭିନ୍ନ ଅଣ୍ଡର ଗ୍ରାଜୁଏଟ ଓ ପୋଷ୍ଟ ଗ୍ରାଜୁଏଟ ପାଠ୍ୟକ୍ରମରେ ନାମଲେଖା…

ପୂର୍ବ ଭାରତରେ ପ୍ରଥମ: ସୋଆ…

ଭୁବନେଶ୍ୱର: ଆଉ ଏକ ସଫଳତା ସାଉଁଟିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସଟି) । କ୍ୟୁଏସ୍ ଆଇ-ଗଜ୍ ପକ୍ଷରୁ ଡାଇମଣ୍ଡ ୟୁନିଭର୍ସିଟି ରେଟିଂ ହାସଲ କରିଛି ସୋଆ । ଏହି ସଫଳତା ହାସଲ କରିବା ପରେ କ୍ୟୁଏସ୍ ଆଇ-ଗଜ୍ ପକ୍ଷରୁ କୁହାଯାଇଛି ଯେ ଡାଇମଣ୍ଡ ରେଟିଂ ହାସଲ କରିବା ନେଇ ସୋଆ ଅଭୁୁତପୂର୍ବ…

ସୋଆ ପକ୍ଷରୁ ମେକାନିକାଲ୍ ଇଞ୍ଜିନିୟରିଂ…

ଭୁବନେଶ୍ୱର : ନବୀକରଣକ୍ଷମ ଶକ୍ତି ସମ୍ପର୍କିତ ନୂତନ ଦ୍ରବ୍ୟର ବିକାଶ ଏବଂ ଏହାର ପ୍ରୟୋଗ ବିଷୟବସ୍ତୁକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଦୁଇ ଦିନିଆ ଆନ୍ତର୍ଜାତିକ ସମ୍ମିଳନୀ ଭର୍ଚୁଆଲି ଆୟୋଜିତ ହୋଇଯାଇଛି। ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍…

ଶିକ୍ଷା ଓ ଅନୁସନ୍ଧାନ: ବିଶ୍ୱ କଲ୍ୟାଣ…

ଭୁବନେଶ୍ବର: ଦୁଇ ଦଶନ୍ଧି ପୂର୍ବେ ଭୁବନେଶ୍ୱରରେ "ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ"ର ଏକ ନମ୍ର ଅୟମାରମ୍ଭ ହୋଇଥିଲା। ଏହି ସମୟ ମଧ୍ୟରେ ସୋଆ ନାମରେ ବେଶ୍ ପରିଚିତ ହୋଇଥିବା ଏହି ଡିମ୍‌ଡ ବିଶ୍ୱବିଦ୍ୟାଳୟ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ନିଜର ଉତ୍କର୍ଷ ନିମନ୍ତେ ଏକ ସ୍ୱତନ୍ତ୍ର…

ବନ୍ଦେ ଉତ୍କଳ ଜନନୀ: ଓଡ଼ିଶା ସହ ସ୍ୱର…

ଭୁବନେଶ୍ୱର: କରୋନା ମହାମାରୀ ବିରୁଦ୍ଧରେ ଲଢ଼ୁଥିବା କରୋନା ଯୋଦ୍ଧାମାନଙ୍କୁ ଉତ୍ସାହିତ ଓ ସମ୍ମାନିତ କରିବା ନିମନ୍ତେ ଶନିବାର ସାରା ଓଡ଼ିଶା ସହିତ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ମଧ୍ୟ କାଳଜୟୀ ଓଡ଼ିଆ ଦେଶାତ୍ମବୋଧକ ସଂଗୀତ “ବନ୍ଦେ ଉତ୍କଳ ଜନନୀ” ଗାନ କରିବାର ସ୍ୱତନ୍ତ୍ର…

ଆଇଆଇଟିଟିଏମ୍ ପରିଚାଳନା କମିଟି ସଦସ୍ୟ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟର ଡିନ୍ ତଥା ଉପଦେଷ୍ଟା ଡଃ ଶିତିକଣ୍ଠ ମିଶ୍ର ଗୋୱାଲିୟର ସ୍ଥିତ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟୁରିଜିମ୍ ଆଣ୍ଡ ଟ୍ରାଭେଲ୍ ମ୍ୟାନେଜମେଂଟ ପରିଚାଳନା କମିଟିର ବିଶେଷଜ୍ଞ ସଦସ୍ୟ ଭାବେ…

ପୂର୍ବ ଭାରତରେ ପ୍ରଥମ: ଇ-ଲର୍ଣ୍ଣିଂ…

ଭୁବନେଶ୍ୱର: କରୋନା ମହାମାରୀର ଘୋର ପ୍ରଭାବ ଶିକ୍ଷା କ୍ଷେତ୍ରରେ ପଡ଼ିଥିବା ବେଳେ ଇ-ଲର୍ଣ୍ଣିଂ ଓ ଅନଲାଇନ ଶିକ୍ଷାଦାନ କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପୂର୍ବ ଭାରତରେ ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ କ୍ୟୁଏସ୍ ଆଇଗଜ ଦ୍ୱାରା ପ୍ରଦତ୍ତ…

ସମ୍‌ ପରିସରରେ ୫୨୫ ଶଯ୍ୟା ବିଶିଷ୍ଠ…

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ତୃତୀୟ କୋଭିଡ୍‌ ହସ୍ପିଟାଲ ସ୍ଥାନୀୟ ସମ୍‌ ହସ୍ପିଟାଲ ପରିସରରେ ଆରମ୍ଭ ହୋଇଛି। ଆଜି ଠାରୁ ଆରମ୍ଭ ହୋଇଥିବା ଏହି ଡାକ୍ତରଖାନାରେ ୫୦୦ ଶଯ୍ୟା ଥିବା ବେଳେ ୨୫ଟି ଆଇସିୟୁ ଶଯ୍ୟା ରହିଛି। ସୋଆ କ୍ୟାମ୍ପସ୍‌-୨ରେ ଏହି ହସ୍ପିଟାଲ ଖୋଲାଯାଇଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ…