Odisha Link
Bridging the Missing Links in Odisha
Browsing Tag

SRC

ଆଜି ସଂଧ୍ୟା ୭ଟାରେ ଏସଆରସିଙ୍କ…

ଭୁବନେଶ୍ୱର: ଆଜି ସଂଧ୍ୟା ୭ଟାରେ ଏସଆରସିଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା। କରୋନା ସଂକ୍ରାନ୍ତରେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ରାଜ୍ୟବାସୀଙ୍କୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବେ। ରାଜ୍ୟରେ ଦିନକୁ ଦିନ କରୋନା କାୟା ବଢ଼ୁଥିବା ବେଳେ ଏସିଆରସିଙ୍କ ଘୋଷଣାକୁ ନେଇ ସମସ୍ତଙ୍କର ନଜର ରହିଛି। ଏହାରି…

କୁମ୍ଭମେଳା ଫେରନ୍ତାଙ୍କ ପାଇଁ…

ଭୁବନେଶ୍ବର: ଉତ୍ତରାଖଣ୍ଡ ସରକାରଙ୍କ ନିକଟରେ ପଞ୍ଜିକୃତ ବ୍ୟକ୍ତିଙ୍କ ନାମ ସେୟାର କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ମ୍ୟୁନସିପାଲଟି କମିଶନରଙ୍କୁ ଏହି ପଞ୍ଜିକୃତ ବ୍ୟକ୍ତିମାନଙ୍କ ତାଲିକା ପ୍ରଦାନ କରିଛନ୍ତି। ଏବଂ ତାଲିକାରେ ନାମ ଥିବା ବ୍ୟକ୍ତିଙ୍କ ସହ ଯୋଗାଯୋଗ…

ପର୍ବପର୍ବାଣିରେ ପାଇଁ କଟକଣା ଲାଗାଇଲେ…

ଭୁବନେଶ୍ବର: ପୁଣି କାୟା ମେଲାଇ ଲାଣି କରୋନା। ଦିନକୁ ଦିନ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଯାହା ଏବେ ପୁଣି ଥରେ ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ କରୋନା ଗ୍ରାଫ୍‌ ଉପର ମୁହାଁ ହେଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗାମୀ ପର୍ବପର୍ବାଣୀରେ କଟକଣା ଲଗାଇଛନ୍ତି। ସର୍ବସାଧାରଣ…

ଅଂଶୁଘାତ ମୁକାବିଲା ପାଇଁ ଓଡ଼ିଶା…

ଭୁବନେଶ୍ବର: ଅଂଶୁଘାତକୁ ମୁକାବିଲା କରିବାକୁ ଓଡ଼ିଶା ପ୍ରସ୍ତୁତ ଅଛି। ଆସନ୍ତା ଏପ୍ରିଲ ମାସର ୧୦ ତାରିଖ ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ୟକ୍ରମର ଆୟୋଜନ କରାଯିବାର ପ୍ରସ୍ତାବ ରହିଛି। ଏଥିସହ ରାଜ୍ୟର ସମସ୍ତ ବିଭାଗ ମଧ୍ୟ ଅଂଶୁଘାତ ମୁକାବିଲା ପାଇଁଁ…

XIMBରୁ ୪୫ ଜଣ ପଜିଟିଭ୍‌ ଚିହ୍ନଟ:…

ଭୁବନେଶ୍ୱର: ପୁଣି ଘାରିଲାଣି କରୋନା ଭୟ। ରାଜଧାନୀ ଭୁବନେଶ୍ବରରେ ଥିବା XIMB ଘରୋଇ ଶିକ୍ଷାନୁଷ୍ଠାନରେ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା। କରୋନା ଆକ୍ରାନ୍ତ ଚିହ୍ନଟ ପରେ ସମସ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିଂର ସନ୍ଧାନ ଚାଲିଛି। ଅନ୍ୟପକ୍ଷରେ ଉକ୍ତ…

ମହାଶିବରାତ୍ରୀ ପାଇଁ ଗାଇଡ଼ଲାଇନ ଜାରି

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୧ରେ ମହାଶିବରାତ୍ରୀ। ମହାଶିବରାତ୍ରୀରେ ଅନୁଷ୍ଠିତ ହେଉଥିବା ଜାଗତ ଯାତ୍ରାରେ ବହୁ ଜନସମାଗମ ହୋଇଥାଏ। ଚଳିତ ବର୍ଷ କରୋନା ମହାମାରୀ କାରଣରୁମହାଶିବରାତ୍ରୀ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଗାଇଡ଼ଲାଇନ ଜାରି କରିଛନ୍ତି। ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ…

ବଢୁଥିବା ତାପମାତ୍ରା ପାଇଁ ଏସଆରସିଙ୍କ…

ଭୁବନେଶ୍ୱର : ରାଜ୍ୟରେ ବଢ଼ୁଥିବା ତାପମାତ୍ରାକୁ ନେଇ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ସମ୍ଭାବ୍ୟ ହିଟ୍‌ୱେଭ୍‌ ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି। ୯ ସହରର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍ ଉପରେ ରହିଛି । ଭୁବନେଶ୍ୱର…

ଶୀତ ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଶୀତର ମୁକାବିଲା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି। ଶୀତ ଲହରୀ ନେଇ ଲୋକଙ୍କୁ ସତର୍କ କରାଇବାକୁ ବ୍ୟବସ୍ଥା ପାଇଁ ଚିଠି ଲେଖିଛନ୍ତି ଏସ୍‌ଆର୍‌ସି। ଆବଶ୍ୟକ ନଥିଲେ ରାତିରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ରାତିରେ…

କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା…

ଭୁବନେଶ୍ୱର: ଚଳିତ ବର୍ଷ କରୋନା ମହାମାରୀ ପାଇଁ ଡଙ୍ଗା ଭସାଇବା ଉପରେ କଟକଣା। କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା ଉପରେ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର। କଟକଣା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶାନାମା ଜାରି କରିଛନ୍ତି। ଗାଇଡ୍‌ଲାଇନ୍ ଅନୁସାରେ ୩୦ ତାରିଖ ପୂର୍ଣ୍ଣିମା ଦିନ ନଦୀ…

ବାଣ ବିକ୍ରି ଓ ଫୁଟାଇବା ଉପରେ ରୋକ୍

ଭୁବନେଶ୍ବର: ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା। ନଭେମ୍ବର ୧୦ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ବାଣ ବିକ୍ରି ଓ ଫୁଟାଇବା ଉପରେ ରୋକ୍‌ ଲଗାଇଲେ ସ୍ବତନ୍ତ୍ର ରିଲିଫ୍ କମିଶନର। ଏନେଇ ରାଜ୍ୟ ତମାମ କଟକଣା ଜାରି କଲେ ସ୍ବତନ୍ତ୍ର ରିଲିଫ୍ କମିଶନର। ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା ମୁତାବକ, ବାଣ ବିକ୍ରି…