Odisha Link
Bridging the Missing Links in Odisha
Browsing Tag

Sri Mandir puri

ଆଜିଠୁ ପଞ୍ଚୁକ ଆରମ୍ଭ: ଖାଁ ଖାଁ…

ପୁରୀ: ଆଜିଠୁ ପଞ୍ଚୁକ ବ୍ରତ ଆରମ୍ଭ। କାର୍ତ୍ତିକ ମାସର ଏହି ପଞ୍ଚୁକ ୫ ଦିନ ପାଳନ କରାଯାଏ ମାତ୍ର ଚଳିତ ବର୍ଷ ୬ ଦିନ ପାଳନ କରାଯାଉଛି। କରୋନା କଟକଣା ଓ ଗାଇଡ଼ ଲାଇନ ଅନୁଯାୟୀ, ରାଜ୍ୟର ସମସ୍ତ ମନ୍ଦିର ବନ୍ଦ ରହିବା ସହ କେବଳ ରୀତିନିୟମ ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା…

ପରିଚାଳନା କମିଟି ବୈଠକ ଆରମ୍ଭ,…

ପୁରୀ: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଏହି ବୈଠକ ୨୦୨୦ -୨୧ ଆର୍ଥିକ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ ଅନୁମୋଦିତ କରାଯିବ। ଆୟ ଓ ବ୍ୟୟ…

ରଜ ସଂକ୍ରାନ୍ତିରେ ନୀଳଚକ୍ରରୁ ଉଡ଼ିଗଲା…

ପୁରୀ: ଆଜି ହେଉଛି ପବିତ୍ର ରଜ ସଂକ୍ରାନ୍ତି। ହେଲେ ଆଜି ସକାଳୁ ସକାଳୁ ଶ୍ରୀମନ୍ଦିର ନୀଳଚକ୍ରରୁ ଉଡ଼ିଯାଇଛି ପତିତପାବନ ବାନା। ଆଜି ସକାଳୁ ପୁରୀରେ ଘଡ଼ଘଡ଼ି ସହ ପବନ ଓ ମୁଷଳ ଧାରାରେ ବର୍ଷା ହୋଇଥିଲା। ପ୍ରାୟ ୧ ଘଣ୍ଟା ଧରି ଘଡ଼ଘଡ଼ି ସହ ବର୍ଷା ପବନ ସମୟରେ ନୀଳଚକ୍ରରେ ବନ୍ଧାଯାଇଥିବା ବାଉଁଶ ସହ ବାନା…

ୟେସ୍‌ ବ୍ୟାଙ୍କ-ଶ୍ରୀମନ୍ଦିର ଟଙ୍କା…

ଭୁବନେଶ୍ବର: ୟେସ୍‌ ବ୍ୟାଙ୍କରେ ଜଗନ୍ନାଥ ମହାପ୍ରଭୁଙ୍କ ୫୪୫ କୋଟି ରଖାଯିବ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସର ବିଧାୟକ ଦଳ ନେତା ନରସିଂହ ମିଶ୍ର। ସେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଜଗନ୍ନାଥଙ୍କ ଟଙ୍କା ସୁରକ୍ଷିତ ଅଛି କି ନାହିଁ…