Odisha Link
Bridging the Missing Links in Odisha
Browsing Tag

start

ଆଜିଠୁ ଆଇପିଏଲ୍‌-୧୩ ସଂସ୍କରଣ ଆରମ୍ଭ,…

ଆବୁଧାବି: ବହୁ ପ୍ରତୀକ୍ଷାର ଅନ୍ତ ପରେ ଆଜି ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ୧୩ଶ ସଂସ୍କରଣ। ଆଇପିଏଲ୍‍ ହେଉଛି ବିଶ୍ୱର ସବୁଠାରୁ ଧନଶାଳୀ ତଥା ଲୋକପ୍ରିୟ ଟ୍ୱେଣ୍ଟି-୨୦ କ୍ରିକେଟ୍‍ ଲିଗ୍‍। ବିଶ୍ୱର ୧୦ରୁ ଅଧିକ ଦେଶର ଖେଳାଳି…

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ଏବଂ ମୁକ୍ତ ବିଦ୍ୟାଳୟ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ। କରୋନା ମହାମାରୀ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରାଯାଇଛି। ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାରେ ୨୨ ହଜାର ୬୪୯ ଜଣ ଛାତ୍ରଛାତ୍ରୀ ଏବଂ ୧୨ ହଜାର…

ଆରମ୍ଭ ହେଲା ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: କରୋନା କଟକଣା ମଧ୍ୟରେ ଆରମ୍ଭ ହେଲା ସଂସଦର ମୌସୁମୀ ଅଧିବେଶନ। ସକାଳ ୯ଠାରୁ ଆରମ୍ଭ ହେଲା ଲୋକସଭା ଅଧିବେଶନ। ଅପରାହ୍ନ ୩ଠାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚାଲିବ ରାଜ୍ୟସଭା ଅଧିବେଶନ। ଆଜିଠାରୁ ଆରମ୍ଭ ହୋଇ ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ। ଏଥର ଅଧିବେଶନରେ ମୋଟ ୧୮ଟି…

ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ…

ମାଲକାନଗିରି: ମାଲକାନଗିରି ସ୍ୱାଭିମାନ ଅଞ୍ଚଳ ବିକାଶରେ ଯୋଡ଼ି ହୋଇଛି ଆଉ ଏକ ନୂତନ ଅଧ୍ୟାୟ। ଦୀର୍ଘ ଦିନର ଅପେକ୍ଷା ପରେ ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଆରମ୍ଭ ହୋଇଛି ମୋବାଇଲ ସେବା। ପୁଲିସର କଡା ସୁରକ୍ଷା ମଧ୍ୟରେ ଦୀର୍ଘ ଦଶନ୍ଧି ପରେ ହନ୍ତାଳଗୁଡା, ପିପଳପଦର, ଜନ୍ତାବାଇ ଏବଂ ଦର୍ଲାବେଡାରେ…

କରୋନା କଟକଣା ଭିତରେ ଆଜିଠୁ ଜେଇଇ ମେନ୍‌…

ଭୁବନେଶ୍ୱର : କରୋନା କଟକଣା ଭିତରେ ଆଜିଠୁ ଜେଇଇ ମେନ୍ ପ୍ରବେଶିକା ପରୀକ୍ଷା ଆରମ୍ଭ। ଏହି ପରୀକ୍ଷା ଆସନ୍ତା ୬ ତାରିଖ ଯାଏଁ ଚାଲିବ। ଚଳିତ ବର୍ଷ ଜାତୀୟସ୍ତରରେ ୯,୫୩, ୪୭୩ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ପଞ୍ଜୀକରଣ କରି ଥିବାବେଳେ ରାଜ୍ୟରୁ ୩୮,୨୩୬ ଜଣ ବିଦ୍ୟାର୍ଥୀ ଅଛନ୍ତି। ତେବେ କମ୍ପ୍ୟୁଟର…

ଆଜିଠୁ +୨ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର : ଆଜି ଠାରୁ ଆରମ୍ଭ ହେଉଛି ଚଳିତ ବର୍ଷ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମ ପରୀକ୍ଷା। ଚଳିତ ବର୍ଷ ରାଜ୍ୟରେ ମୋଟ ୩ଲକ୍ଷ ୫୦ହଜାର ୮ଶହ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ। ୧୬୨୮ ଶିକ୍ଷାନୁଷ୍ଠାନର ବିଦ୍ୟାର୍ଥୀ ୧୧୪୩ କେନ୍ଦ୍ରରେ ପରୀକ୍ଷା ଦେବେ। ପରୀକ୍ଷାରେ…