Odisha Link
Bridging the Missing Links in Odisha
Browsing Tag

subrat bagchi

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ…

ଭୁବନେଶ୍ବର: ‘ମୋ ସ୍କୁଲ’ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଓ ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ କରିଛନ୍ତି। କୋଭିଡ୍‌-୧୯ ଦ୍ବାରା ପ୍ରଭାବିତ ପୁରୀ ଜିଲ୍ଲାର ଅସହାୟା ବୃଦ୍ଧା ମହିଳାମାନଙ୍କ ପାଇଁ ଏହି ସହାୟତା…

ଆଗାମୀ ଦିନରେ ଓଡ଼ିଶାରେ ଦିନକୁ ୧ ହଜାର…

ଭୁବନେଶ୍ବର: ପ୍ରତିଦିନ ଭଳି ଆଜି ଅପରାହ୍ନରେ କରୋନା ଭାଇରସ୍‌ ସମ୍ପକ୍ରିତ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ। ସେ କହିଛନ୍ତି ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ରାଜ୍ୟରେ ବିଭିନ୍ନ ସହରରେ ୭ଟି କୋଭିଡ ୧୯ ହସ୍ପିଟାଲ…

୩ୟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ…

ଭୁବନେଶ୍ବର: ମହାମାରୀ କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦେକ୍ଷେପ ନେଉଛନ୍ତି। ଅପରପକ୍ଷେ ରାଜ୍ୟର ତୃତୀୟ କରୋନା ଆକ୍ରାନ୍ତ ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛନ୍ତି। ଏପରିକି ତାଙ୍କ ପାଇଁ ରାଜ୍ୟରେ କରୋନା ଭାଇରସ୍ ଷ୍ଟେଜ-ଥ୍ରୀକୁ ଯାଇପାରେ ବୋଲି କୁହାଯାଉଛି। କାରଣ…

ସମସ୍ତେ ମିଶି ମହାମାରୀ କରୋନାର ମୁକାବିଲା…

ଭୁବନେଶ୍ବର: ଦିନକୁ ଦିନ ଭାରତରେ କାୟା ମେଲାଉଛି କରୋନା ଭାଇରସ୍। ମହାମାରୀ କରୋନା ଭାଇରସର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ। ଆଜି ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ…

କରୋନା: ରାଜ୍ୟରେ ଖୋଲିଲା ୭୨୭୬ ଅସ୍ଥାୟୀ…

ଭୁବନେଶ୍ବର: କରୋନା ଭାଇରସର ମୁକାବିଲା ପାଇଁ ଆଜି ରାଜ୍ୟ ସରକାର ୧୪ଟି ଜିଲ୍ଲାକୁ ଲକଡାଉନ ଘୋଷଣା କରିଛନ୍ତି। ଏଥିସହିତ ‘କରୋନା’ ମୁକାବିଲା ପାଇଁ ପଞ୍ଚାୟତ ସ୍ତରରେ ଅସ୍ଥାୟୀ ଚିକିତ୍ସା ଶିବିର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟର ସମସ୍ତ ୬ ହଜାର ୭୯୮ଟି…

୨ୟ କରୋନା ଆକ୍ରାନ୍ତ ସଂସ୍ପର୍ଶରେ ୪୬ ଜଣ

ଭୁବନେଶ୍ବର: ପ୍ରାଣଘାତୀ କରୋନା ଭାରତରେ ଏହାର କାୟା ବିସ୍ତାର କରିବାରେ ଲାଗିଛି। ଏଥି ସହ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଓଡ଼ିଶାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ସମ୍ପର୍କରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ କହିଛନ୍ତି ଯେ, ଦ୍ୱିତୀୟ…

କରୋନା: କେଉଁମାନେ ମାସ୍କ୍‌ ପିନ୍ଧିବା…

ଭୁବନେଶ୍ୱର: କରୋନା ଭାଇରସର ସ୍ଥିତିକୁ ନେଇ ଲୋକମାନେ ଭୟଭୀତ। କରୋନା ସଂକ୍ରମଣରୁ ରକ୍ଷା ପାଇବା ନିମନ୍ତେ ସମସ୍ତେ ଏଥିପାଇଁ ମାସ୍କ୍‌ ପିନ୍ଧୁଛନ୍ତି। ମାତ୍ର ସମସ୍ତଙ୍କୁ ମାସ୍କ ପିନ୍ଧିବାର ଆବଶ୍ୟକତା ନାହିଁ। ଏନେଇ ଆଜି ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ତଥା ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର…

୪୭ ସାମ୍ପଲରୁ ୪୬ ନେଗେଟିଭ୍: ସୁବ୍ରତ…

ଭୁବନେଶ୍ବର: କରୋନାର ତାଜା ସ୍ଥିତି ସଂପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ଆଜି ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୪୬ଟି ସାମ୍ପଲ ଟେଷ୍ଟ କରାଯାଇଛି। ସେଥିମଧ୍ୟରୁ ୪୬ ନେଗେଟିଭ୍‌ ଥିବା ବେଳେ ଗୋଟିଏ ପଜିଟିଭ୍‌ ଚିହ୍ନଟ କରାଯାଇଛି। କରୋନା ଆକ୍ରାନ୍ତ…

କରୋନା ସହ ୬ ମାସ ଲଢିବାକୁ ପଡିବ :…

ଭୁବନେଶ୍ବର : କରୋନା ଭାଇରସ୍‌ ସମଗ୍ର ବିଶ୍ବର ୧୬୭ ଦେଶକୁ ବ୍ୟାପି ସାରିଲାଣି। ଏହି ପ୍ରାଣଘାତୀ କରୋନାର ମୁକାବିଲା କରିବାକୁ ଆହୁରି ୧୫୫ ଦିନ ସମୟ ଲାଗିବ ଏବଂ ଏଥିପାଇଁ ଆମକୁ ସତର୍କତା ଏବଂ ସଚେତନତା ବଜାଇ ରଖିବାକୁ ପଡିବ ବୋଲି ଆଜି ରାଜ୍ୟ ସରକାରଙ୍କ ପ୍ରମୁଖ ମୁଖପାତ୍ର ସୁବ୍ରତ ବାଗଚୀ କହିଛନ୍ତି।…

ସଂପୂର୍ଣ୍ଣ ବନ୍ଦ ହେବନି ସପିଂ ମଲ୍:…

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗଚୀ କରୋନା ନେଇ ସପିଂ ମଲ୍ ସଂପର୍କରେ ସୂଚନା ଦେଇଛନ୍ତି। ସପିଂ ମଲ୍ ଗୁଡ଼ିକ ସଂପୂର୍ଣ୍ଣ ଭାବେ ବନ୍ଦ କରାଯିବନି। ମଲରେ ଥିବା ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ମଲରେ ଥିବା ଗ୍ରୋସରୀ, ଖାଦ୍ୟ ସାମଗ୍ରୀ, ଔଷଧ ଦୋକାନ ଖୋଲା ରହିବ ବୋଲି ସେ…