Odisha Link
Bridging the Missing Links in Odisha
Browsing Tag

SUM Covid Hospital

ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଗୁରୁତର…

ଭୁବନେଶ୍ୱର: ସମ୍ କୋଭିଡ ହସ୍ପିଟାଲ୍‌ରୁ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିବାର ତାଲିକା ବେଶ ଲମ୍ବା। ଅନେକ ଗୁରୁତର ବ୍ୟକ୍ତି ସୁସ୍ଥ ହେଉଥିବା ବେଳେ ଭେଂଟିଲେଟର୍‌ରୁ ବାହାରି ସମ୍ପୂର୍ଣ୍ଣ ଭଲ ହୋଇ ଫେରିବାର ମଧ୍ୟ ଅନେକ ନଜିର ରହିଛି। ଏପରିକି ପରିଣତ ବୟସରେ ପହଂଚିଥିବା ଅନେକ ବୟୋଜ୍ୟେଷ୍ଠ…

କରୋନା ସଂକ୍ରମିତଙ୍କ ପାଖରେ ନିଜଲୋକ…

ଭୁବନେଶ୍ୱର: ପରିବାରର କେହି କରୋନା ସଂକ୍ରମିତ ହୋଇଗଲେ ଆମେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ବ୍ୟତିବ୍ୟସ୍ତ ହୋଇଉଠୁଛୁ। ଏହି ଅଦୃଶ୍ୟ ଶତ୍ରୁ ଦ୍ୱାରା କବଳିତ ହେବା ପରେ ସେହି ଆତ୍ମିୟ ଜଣଙ୍କ ପାଖରେ ଯଦି କେହି ନିଜ ଲୋକ ରହିପାରିବା ସମ୍ଭବପର ନ ହୁଏ ତେବେ ଉଭୟ ସଂକ୍ରମିତ ଏବଂ ପରିବାର ସଦସ୍ୟଙ୍କ ମନୋବଳ…

ସମ୍ କୋଭିଡ ହସ୍ପିଟାଲରୁ ସୁସ୍ଥ ହେଲେ ୨୦…

ଭୁବନେଶ୍ୱର: କରୋନା ମହାମାରୀ ଘାତକ ସତ ତେବେ ଏହାକୁ ପରାସ୍ତ କରିବା ଅସମ୍ଭବ ନୁହେଁ। ଏହି କଥାକୁ ପ୍ରମାଣିତ କରିଛନ୍ତି ଜଣେ ୨୦ ବର୍ଷର ଯୁବକ। ସମ୍ କୋଭିଡ୍ ହସ୍ପିଟାଲରେ କରୋନାକୁ ପରାସ୍ତ କରି ଘରକୁ ଫେରିଛନ୍ତି ପ୍ରତୀକ୍ଷ କାଦାମ୍ବାଲୁ। ଦୀର୍ଘ ଏକ ମାସ ଧରି ଏହି ଅଦୃଶ୍ୟ ଶତୃ ସହିତ ଯୁଦ୍ଧ କରିବା ପରେ…

ପୁଣି କରୋନା ହାରିଲା : ସମ୍ କୋଭିଡ…

ଭୁବନେଶ୍ୱର : କରୋନା ମହାମାରୀ ଭଳି ଅଦୃଶ୍ୟ ଓ ଭୟଙ୍କର ଶତ୍ରୁକୁ ବୟୋଜ୍ୟେଷ୍ଠ ମାନେଯେ ଖୁବ ଅନାୟସରେ ପରାସ୍ତ କରିପାରିବେ ଏହାକୁ ପୁଣି ଥରେ ପ୍ରମାଣ କରିଛନ୍ତି ଜଣେ ୯୩ ବର୍ଷୀୟା ମହିଳା । ଉପଯୁକ୍ତ ଚିକିତ୍ସା ଓ ଯତ୍ନ ଦ୍ୱାରା ବରିଷ୍ଠ ନାଗରିକ ମାନେ କରୋନାରୁ ସୁସ୍ଥ ହୋଇପାରିବେ । ଏହା ପୁଣି ଥରେ…

ସମ୍‌ କୋଭିଡ୍‌ ହସ୍ପିଟାଲ୍: କରୋନା…

ଭୁବନେଶ୍ୱର: ରାଜ୍ୟର ବୃହତ୍ତମ କୋଭିଡ୍‌ ହସ୍ପିଟାଲ୍‌ରେ କରୋନା ପୀଡ଼ିତା ଜଣେ ୮୫ ବର୍ଷିୟ ବୃଦ୍ଧା ମହାମାରୀ ସହ ଲଢ଼ି ବିଜୟୀ ହୋଇଛନ୍ତି। ସେ ଅନ୍ୟ ରୋଗୀମାନଙ୍କ ମନରେ ନୂତନ ଆଶା ସଂଚାର କରିପାରିଛନ୍ତି। ଯାଜପୁର ଜିଲ୍ଲାରୁ ଆସିଥିବା ଏହି ବୃଦ୍ଧା ଏଠାରେ ସମ୍ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଓ…

କରୋନା ପାଇଁ ସମର୍ପିତ ରାଜ୍ୟର…

ଭୁବନେଶ୍ୱର: ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ଏଠାରେ ଆରମ୍ଭ ହୋଇଥିବା ରାଜ୍ୟର ବୃହତମ କୋଭିଡ-୧୯ ହସ୍ପିଟାଲ "ସମ୍ କୋଭିଡ ହସ୍ପିଟାଲ୍" ସମେତ ଅନ୍ୟ ଦୁଇଟି ଅତ୍ୟାଧୁନିକ ହସ୍ପିଟାଲ୍ ଏବେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବେଶ ପ୍ରସିଦ୍ଧି ଲାଭ କରିଛି।…