Odisha Link
Bridging the Missing Links in Odisha
Browsing Tag

SUM Hospital

ସମ୍ ହସ୍ପିଟାଲ୍‌ରେ ଖୁବ୍ ଶୀଘ୍ର ଆରମ୍ଭ…

ଭୁବନେଶ୍ୱର : କରୋନା ମହାମାରୀର ମୁକାବିଲା ନିମନ୍ତେ କୋଭିଡ- ୧୯ ଭ୍ୟାକ୍ସିନ୍ କୋଭାକ୍ସିନ୍‌ର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ୍ ଶୀଘ୍ର ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଆରମ୍ଭ ହେବ । ଏହି ସ୍ୱଦେଶୀ ଟୀକାକୁ ଭାରତ ବାୟୋଟେକ୍ ଓ ଇଣ୍ଡିଆନ୍…

ସମ୍‌ରେ ନୂତନ ରେନାଲ୍ ପାଥୋଲୋଜି ବିଭାଗର…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିୁଚ୍ୟଟ୍‌ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ (ଆଇଏମ୍‌ଏସ୍ ଆଣ୍ଡ ସମ୍‌) ହସ୍ପିଟାଲ୍‌ରେ ନୂତନ ରେନାଲ୍‌ ପାଥୋଲୋଜି ବିଭାଗରେ ଅତ୍ୟାଧୁନିକ ଇମ୍ୟୁନୋଫ୍ଲୋରେନସ୍ ମାଇକ୍ରୋସ୍କୋପ ଯନ୍ତ୍ର ଉଦ୍‌ଘାଟିତ ହୋଇଯାଇଛି।…

ସମ୍ କୋଭିଡ ହସ୍ପିଟାଲ୍‌ରେ କରୋନାରୁ…

ଭୁବନେଶ୍ୱର: କ୍ୟାନ୍ସରରେ ଆକ୍ରାନ୍ତ ଏବଂ କରୋନା ସଂକ୍ରମିତ ଜଣେ ୯୦ ବର୍ଷୀୟ ବୃଦ୍ଧ କୋଭିଡକୁ ପରାସ୍ତ କରିଛନ୍ତି। ସମ୍ କୋଭିଡ ହସ୍ପିଟାଲ୍‌ରୁ କରୋନା ମୁକ୍ତ ହୋଇଛନ୍ତି ଶ୍ରୀ ମୁରଲୀଧର ଶତପଥୀ। ଗଳା କର୍କଟ ରୋଗରେ ଗତ ମାର୍ଚ୍ଚ ମାସରୁ ପୀଡିତ ଥିବା ଏହି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କର କ୍ୟାନ୍ସର ଚିକିତ୍ସା…

ଆଇଏମ୍‌ଏସ ଓ ସମ୍‌ ହସ୍ପିଟାଲରେ ଦୁଇ…

ଭୁବନେଶ୍ବର: ଆଇଏମ୍‌ଏସ ଓ ସମ୍‌ ହସ୍ପିଟାଲରେ ଡାକ୍ତରୀ ଶିକ୍ଷା ଓ ତାଲିମ୍‌ ନେଇ ଏକ କର୍ମଶାଳା ଆରମ୍ଭ ହୋଇଛି । ଆଇଏମ୍‌ଏସ୍‌ ଡିନ୍‌ ପ୍ରଫେସର ଗଙ୍ଗାଧର ସାହୁ ଏବଂ ଅଧୀକ୍ଷକ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ଏହାକୁ ଉଦ୍‌ଘାଟନ କରିଛନ୍ତି । ଦୁଇଦିନ ଧରି ଏହି କର୍ମଶାଳା ଚାଲିବ । ଏଥିରେ ଡାକ୍ତରୀ…

ହାରୁଛି କରୋନା, ସମ୍ କୋଭିଡ…

ଭୁବନେଶ୍ୱର: ପୁଣି ପରାସ୍ତ ହେଲା କରୋନା । ସମ୍‌ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଲେ ୮୪ ବର୍ଷୀୟା ବୃଦ୍ଧା । ପୁରୁଣା ଭୁବନେଶ୍ୱର ଅଂଚଳର ଶୈଳବାଳା ଦାସ ଗୁରୁବାର ଦିନ କରୋନା ସଂକ୍ରମଣରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତାଙ୍କର ଉଚ୍ଚ ରକ୍ତଚାପ ଏବଂ ଗ୍ୟାଷ୍ଟ୍ରିକ୍ ଜନିତ ସମସ୍ୟା ରହିଥିବା…

ସମ୍ କୋଭିଡ ହସ୍ପିଟାଲରୁ ପୁଣି ସୁସ୍ଥ…

ଭୁବନେଶ୍ୱର: ଉପଯୁକ୍ତ ଉତମ ଚିକିତ୍ସା, ଯତ୍ନ ଓ ସେବା ଫଳରେ ସମ୍ କୋଭିଡ୍ ହସ୍ପିଟାଲରୁ ନିୟମିତ ଭାବେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରୁଥିବା ବେଳେ ପୁଣି ଜଣେ ବୟୋଜ୍ୟେଷ୍ଠ ମହିଳା ଏହି ମାରାତ୍ମକ ଭାଇରସ୍କୁ ପରାସ୍ତ କରିଛନ୍ତି । ଢେଙ୍କାନାଳର ୮୬ ବର୍ଷୀୟା ଶ୍ରୀମତି…

ସମ୍ କୋଭିଡ଼ ହସ୍ପିଟାଲ ଡାକ୍ତରଙ୍କୁ…

ଭୁବନେଶ୍ୱର: ସମ୍ କୋଭିଡ ହସ୍ପିଟାଲର ଚିକିତ୍ସା ତଥା ଡାକ୍ତରଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଏହି ହସ୍ପିଟାଲର ଦାୟିତ୍ବରେ ଥିବା ଡାକ୍ତରମାନେ ଯେଉଁଭଳି ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ ସଂପାଦନ କରୁଛନ୍ତି ଏଥିରେ ସେ ଖୁବ ପ୍ରଭାବିତ…

ସମ୍‌ରେ କରୋନାକୁ ପରାଜିତ କଲେ ୯୬ ବର୍ଷୀୟ…

ଭୁବନେଶ୍ୱର: ସାରା ବିଶ୍ୱରେ ଜାରି ରହିଥିବା କୋଭିଡ -୧୯ ମହାମାରୀ ସହ ଲଢ଼ି ଏହାକୁ ପରାଜିତ କରିଛନ୍ତି ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ। ସମ୍ କୋଭିଡ ହସ୍ପିଟାଲରେ ସଫଳ ଚିକିତ୍ସା ପାଇବା ପରେ ଏହି ବର୍ଷୀୟାନ୍ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଚାରିଆଡେ ଆନନ୍ଦର ଲହରୀ ଖେଳିଯାଇଛି।…

ସମ୍ ହସ୍ପିଟାଲରେ କୋଭିଡ-୧୯ ଭ୍ୟାକସିନର…

ଭୁବନେଶ୍ୱର: କରୋନା ମହାମାରୀର ମୁକାବିଲା କରିବା ନିମନ୍ତେ କୋଭିଡ-19 ଭ୍ୟାକସିନର ମାନବ ପରୀକ୍ଷଣ ସୋମବାର ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲରେ ଆରମ୍ଭ ହୋଇଛି। ସମ୍ ହସ୍ପିଟାଲରେ ଏହି ପରୀକ୍ଷଣ ନିମନ୍ତେ ଗତ ୨୦ ତାରିଖରେ ଆରମ୍ଭ ହୋଇଥିବା ପ୍ରିଭେନଟିଭ ଆଣ୍ଡ ଥେରାପିଉଟିକ…

ସମ୍ ହସପିଟାଲ୍‌ର ସଫଳତା: ୭୦% ପୋଡ଼ି…

ଭୁବନେଶ୍ୱର: ରୋଷେଇ ସମୟରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟିବା ଯୋଗୁଁ ଜଣେ ମହିଳାଙ୍କର ଶରୀରର ୭୦ ପ୍ରତିଶତ ପୋଡି ହୋଇଯାଇଥିଲେ ମଧ୍ୟ ତାଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ କରି ଘରକୁ ଫେରାଇବାର ସଫଳ ହୋଇଛି ଆଇଏମଏସ ଆଣ୍ଡ ସମ୍ ହସପିଟାଲ୍। ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ…