Odisha Link
Bridging the Missing Links in Odisha
Browsing Tag

SUM

ଭିନ୍ନକ୍ଷମଙ୍କୁ ସ୍ୱାସ୍ଥ୍ୟ ସେବା…

ଭୁବନେଶ୍ୱର: ଭିନ୍ନକ୍ଷମଙ୍କୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ‘ତୃତୀୟ ବିଆର୍‌ଏମ୍‌ ଆଶା’ ସମ୍ମାନ ପ୍ରଦାନ କରାଯାଇଛି। ସୋଆ ଏବଂ ଏହା ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌କୁ ମିଳିତ…

ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହେଲେ ୩…

ଭୁବନେଶ୍ୱର: କୋଭିଡ ୧୯ର ନୂଅ ଭ୍ୟାରିଏଂଟ ଓମାଇକ୍ରନ ଏବଂ ତୃତୀୟ ଲହରର ଭୟ ସାରା ବିଶ୍ୱକୁ ଆଚ୍ଛାଦିତ କରି ରଖିଥିବା ବେଳେ ସମ୍ କୋଭିଡ୍ ହସ୍ପିଟାଲରୁ ଆସିଛି ଭଲ ଖବର। ଓମାଇକ୍ରନରେ ଆକ୍ରାନ୍ତ ତିନି ଜଣ ସଂକ୍ରମିତ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ମଙ୍ଗଳବାର ଘରକୁ ଫେରିଛନ୍ତି। ନାଇଜେରିଆରୁ ଫେରିଥିବା ଜଣେ…

ସମ୍ ହସ୍ପିଟାଲ୍‌ରେ ଜାରି ରହିଛି ଶତ…

ଭୁବନେଶ୍ୱର: ଜାନୁଆରୀ ୧୬ ତାରିଖରୁ ଦେଶବ୍ୟାପୀ ସବୁଠାରୁ ବଡ କୋଭିଡ-୧୯ ଟିକାକରଣ ଅଭିଯାନ ଜାରି ରହିଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍‌ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ମଧ୍ୟ ଜୋରସୋରରେ ଚାଲିଛି ଟିକାକରଣ। ନିର୍ଦ୍ଧାରିତ ଟାର୍ଗେଟ ଅନୁଯାୟୀ ଚାରି…