Odisha Link
Bridging the Missing Links in Odisha
Browsing Tag

Suna-Besa

ଆଜି କାର୍ତ୍ତିକ ପୂର୍ଣ୍ଣିମା: ସୁନାବେଶରେ…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏଥିପାଇଁ ବିଭିନ୍ନ ମନ୍ଦିରରେ ଲାଗିଛି ପ୍ରବଳ ଭିଡ଼। ଶ୍ରୀକ୍ଷେତ୍ର ପୁରୀରେ ମଧ୍ୟ ଲକ୍ଷାଧିକ ଶ୍ରମିକଙ୍କ ଭିଡ଼ ଜମିଛି। ପ୍ରବଳ ଭିଡ ଯୋଗୁ ସାରା ରାତି ମହାପ୍ରଭୁଙ୍କ ଦର୍ଶନ ଚାଲିଥିଲା। ପଞ୍ଚୁୁକ ତଥା ପୂର୍ଣ୍ଣମୀ ପାଇଁ ରାତିସାରା ଜଗା ଦର୍ଶନର…

ଦୋଳ ପୂର୍ଣ୍ଣିମାରେ ଶ୍ରୀଜୀଉଙ୍କର…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଯେଉଁଥିପାଇଁ ଗାଁଠୁ ସହର ଉତ୍ସବମୁଖର। ଏଥିସହିତ ପବିତ୍ର ଦୋଳ ପୂର୍ଣ୍ଣମୀ ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ସୁନାବେଶ ବା ରାଜାଧିରାଜ ବେଶ ଅନୁଷ୍ଠିତ ହେଉଛି। ମଙ୍ଗଳ ଆଳତୀ, ମଇଲମ ଓ ତଡପ ଲାଗି ଓ ଅବକାଶ ଆଦି କେତେକ ନୀତି ସମ୍ପନ୍ନ ହୋଇଛି।…

ଆଜି ପୌଷ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ…

ପୁରୀ: ଆଜି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟଭିଷେକ ନୀତି ହେବ। ରତ୍ନ ସିଂହାସନରେ ଶ୍ରୀଜିଉ ମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ପୁଷ୍ୟଭିଷେକ ନୀତି ପାଇଁ ଗତକାଲିଠୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା…

ଆଜି ସୁନାବେଶ, ମହଣ ମହଣ ସୁନାରେ ସଜେଇ…

ପୁରୀ: ସରିଲା ଶ୍ରୀଜିଉଙ୍କ ନବଦିନାତ୍ମକ ଯାତ୍ରା। ଆଜି ଶ୍ରୀଜିଉଙ୍କ ଅନୁଷ୍ଠିତ ହେବ ସୁନା ବେଶ। ଗତକାଲି ବାହୁଡା ଯାତ୍ରା ପରେ ଶ୍ରୀମନ୍ଦିର ଫେରନ୍ତା ହୋଇଛନ୍ତି ମହାପ୍ରଭୁ ଜଗନ୍ନାଥ, ବଡ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରା। ଆଜି ଶ୍ରୀଜିଉଙ୍କ ପବିତ୍ର ସୁନାବେଶ। ଆଜି ମଧ୍ୟାନ ଧୂପ ପରେ ଆରମ୍ଭ ହେବ ସୁନାବେଶ।…

ପୌଷ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ…

ପୁରୀ: ଆଜି ପୌଷ ପୂର୍ଣ୍ଣମା ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ। ଏହି ଅବସରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ସୁନାବେଶ। ରତ୍ନସିଂହାସନରେ ବିଭିନ୍ନ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ରାଜାଧିରାଜ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଆଜିର ଦିନରେ ପ୍ରଭୁ ରାମଚନ୍ଦ୍ର ବନବାସରୁ…