Odisha Link
Bridging the Missing Links in Odisha
Browsing Tag

Suspend

ରାଜନୀତି ରାଲିରେ ଯୋଗ ଦେଇ ଶିକ୍ଷୟିତ୍ରୀ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ଏବେ ନିର୍ବାଚନୀ ମାହୋଲ। ସବୁଠି ଚାଲିଛି ରାଜନୈତିକ ଦଳର ରାଲି। ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳୁଛି ବଡ଼ ବଡ଼ ରାଲି। ଏସବୁ ମଧ୍ୟରେ ଜଣେ ଶିକ୍ଷୟିତ୍ରୀ ରାଲିରେ ଯୋଗଦେଇ ଚାକିରିରୁ ନିଲମ୍ବିତ ହୋଇଛନ୍ତି। ନିର୍ବାଚନ ଆଚରଣବିଧି ଉଲ୍ଲଂଘନ ଅଭିଯୋଗରେ ଶିକ୍ଷୟିତ୍ରୀଙ୍କ ବିରୋଧରେ…

ଭାରତର ଇତିହାସରେ ପ୍ରଥମ; ସଂସଦରେ ରେକର୍ଡ…

ଓଏଲ୍‌ ବ୍ୟୁରୋ: ସଂସଦର ସୁରକ୍ଷା ପ୍ରସଙ୍ଗ ପାଇଁ ହୁଲୁସ୍ତୁଲ ସଂସଦର ଉଭୟ ଗୃହ। ବାରମ୍ବାର ପ୍ରଶ୍ନ ଉଠାଇବା ବିରୋଧୀ ସାଂସଦଙ୍କ ପାଇଁ ହୋଇଛି ମହଙ୍ଗା।ବିଶୃଙ୍ଖଳା ଆଚରଣ ଅଭିଯୋଗରେ ଉଭୟ ରାଜ୍ୟସଭା ଓ ଲୋକସଭାରୁ ମୋଟ ୧୪୧ ଜଣ ସାଂସଦଙ୍କୁ ନିଲମ୍ବନ କରାଯାଇଛି।ଭାରତର ଇତିହାସରେ ପ୍ରଥମଥର ପାଇଁ ସଂସଦରୁ ଏତେ…

କଙ୍ଗନାଙ୍କୁ ବିଦାକଲା ଟୁଇଟର୍

ବ୍ୟୁରୋ: ପଶ୍ଚିମବଙ୍ଗ ନିର୍ବାଚନକୁ ନେଇ ଏକ ବିବାଦୀୟ ଟୁଇଟ୍‌ ପରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ସ୍ଥାୟୀ ଭାବେ ବିଦା କରିଛି ବିଶ୍ବର ସବୁଠୁ ଲୋକପ୍ରିୟ ସାମାଜିକ ଗଣମାଧ୍ୟମ ଟୁଇଟର୍। ବାରମ୍ବାର ଘୃଣାପୂର୍ଣ ମନ୍ତବ୍ୟ ଓ ଆପତ୍ତିଜନକ ବ୍ୟବହାର କରି କଙ୍ଗନାଙ୍କ ଆକାଉଣ୍ଟ ଟୁଇଟର୍‌ ନୀତିର ବିରୁଦ୍ଧାଚରଣ…

ଅଭୟକାନ୍ତଙ୍କ ଅବସର ପାଇଁ ସୁପାରିସ୍‌ କଲେ…

ଭୁବନେଶ୍ୱର: ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ସୁପାରିସ୍ କରାଯାଇଛି। କେନ୍ଦ୍ର ସରକାରଙ୍କୁ ଏଭଳି ସୁପାରିଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଥର ପାଇଁ ଜଣେ ସର୍ବଭାରତୀୟ ସେବା ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ଏଭଳି ସୁପାରିଶ କରାଯାଇଛି। ଅଭୟଙ୍କୁ ପୂର୍ବରୁ…

ଭାରତୀ ଓ ହର୍ଷଙ୍କୁ ଜାମିନ ସହାୟତାରେ ୨…

ମୁମ୍ବାଇ: ଆକ୍ସନ ମୁଡରେ (ଏନସିବି) ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ। ନିଜର ଦୁଇ ଅଧିକାରୀଙ୍କୁ ନିଲମ୍ବିତ କରିଛି ଏନସିବି। କିଛି ଦିନ ତଳେ ଡ୍ରଗ୍ସ ମାମଲାରେ କମେଡି କୁଇନ ଭାରତୀ ସିଂ ଓ ସ୍ୱାମୀ ହର୍ଷ ଗିରଫ ହୋଇଥିଲେ। ଭାରତୀ ଓ ସ୍ୱାମୀ ହର୍ଷଙ୍କୁ ଜାମିନ ମିଳିବାରେ ସହାୟତା କରିଥିବା ସନ୍ଦେହରେ ଦୁଇ…

ବିଜେଡିରେ କିଏ ରାବଣ?

ବାଲେଶ୍ବର: ବିଜେଡିରେ ରାବଣ କିଏ? ବୋଲି ପ୍ରଶ୍ନ କରିଛନ୍ତି ନିଲମ୍ବିତ ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନପ୍ରଦୀପ ଦାଶ। ସତ୍ୟ ପାଇଁ ରାବଣକୁ ବିରୋଧ କରି ରାମଙ୍କ ଶରଣାପନ୍ନ ହୋଇଥିଲେ ବିଭୀଷଣ। ମୁଁ ତ ବିଭୀଷଣ ହୋଇପାରିଲି ନାହିଁ। କାରଣ ମୋ ପ୍ରତି ଯେଉଁ ଅନ୍ୟାୟ ହେଲା ମୁଁ ତାର ପ୍ରତିବାଦ କରିପାରିଲି…

ଦୁବାଇକୁ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ଉଡ଼ାଣ…

ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ଏକ୍ସପ୍ରେସର ଉଡ଼ାଣକୁ ୧୫ଦିନ ବାତିଲ କଲା ଦୁବାଇ ବିମାନବନ୍ଦର। ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ଗତ ଦୁଇ ସପ୍ତାହ ମଧ୍ୟରେ କରୋନା ରୋଗୀଙ୍କୁ ଦୁବାଇକୁ ପଠାଇଥିବାରୁ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ସେବାକୁ ୧୫ଦିନ ପାଇଁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛି ଦୁବାଇ। ଦୁବାଇ ବେସାମରିକ…

ହାଜତ ମୃତ୍ୟୁ ମାମଲା: ଏଏସ୍ଆଇ ଓ…

ଜୟପୁର : କୋରାପୁଟ ଜୟପୁର ସଦର ଥାନା ଗ‌ଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ହାଜତ ମୃତ୍ୟୁ ମାମଲାରେ ଏଏସ୍ଆଇ ଓ କନେଷ୍ଟବଲ୍ ନିଲମ୍ବିତ। ଆରକ୍ଷୀ ଅଧୀକ୍ଷକ ମୁକେଶ କୁମାର ଭାମୁ କାର୍ଯ୍ୟରତ କନେଷ୍ଟବଲ୍ ଡି କେ ମାଝି ଓ ଏଏସ୍ଆଇ ସପନ ସରକାରଙ୍କୁ ନିଲମ୍ବିତ କରିଛନ୍ତି। ସୂଚନାଯୋଗ୍ୟ, ଅଭିଯୁକ୍ତ…

ବଡ଼ଚଣା ଆଇଆଇସି ନିଲମ୍ବିତ

ଭୁବନେଶ୍ବର: ଲକ୍‌ଡାଉନ୍‌ ସମୟରେ ଆଇନ୍‌ ଭାଙ୍ଗି ସପରିବାର ଶ୍ରୀମନ୍ଦିର ଯିବା ପୁଲିସ୍‌ ବାବୁଙ୍କୁ ପଡ଼ିଲା ମହଙ୍ଗା। ଯାଜପୁର ବଡଚଣା ଥାନା ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି ପୋଲିସ୍‌ ଡିଜି। ଏନେଇ ପୁଲିସ୍ ଡିଜିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଲକଡାଉନ ନିୟମ ଭାଙ୍ଗିବା…

୭ କଂଗ୍ରେସ ସାଂସଦଙ୍କୁ ନିଲମ୍ବିତ କଲେ…

ନୂଆଦିଲ୍ଲୀ: ଆଜି କଂଗ୍ରେସର ୭ ଲୋକସଭା ସାଂସଦଙ୍କୁ ନିଲମ୍ବିତ କରିଛନ୍ତି ବାଚସ୍ପତି ଓମ ବିର୍ଲା। ନିଲମ୍ବିତ ହୋଇଥିବା ୭ କଂଗ୍ରେସ ସାଂସଦ ହେଉଛନ୍ତି- ଗୌରବ ଗୋଗୋଇ, ଗୁରଜିତ ସିଂ, ଟିନ୍ ପ୍ରାଥପନ୍, ଡିନ୍ କୁରିଅକୋଶ, ଆର ଅନ୍ନିତାନ୍, ମାଣିକମ୍ ଟାଗୋର, ବେନି ବେହାନନ୍ । ଳୋକସଭାରେ ହଙ୍ଗାମା କରୁଥିବା…