Odisha Link
Bridging the Missing Links in Odisha
Browsing Tag

Suspended

ଦନ୍ତାହାତୀ ଶିକାର ଘଟଣା: ଫରେଷ୍ଟର ଏବଂ…

ବାରିପଦା: ବାରିପଦା ବନଖଣ୍ଡ ଅନ୍ତର୍ଗତ କପ୍ତିପଦା ରେଞ୍ଜ୍ ଶାରୀଶୁଆ ସେକ୍ସନ୍ ଶୁକୁଆପଡ଼ା ସଂରକ୍ଷିତ ଜଙ୍ଗଲର ଦୁଇ ବନକର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଦନ୍ତାହାତୀ ଶିକାର ଘଟଣାରେ ଫରେଷ୍ଟର୍ ଚିନ୍ତାମଣି ମହାପାତ୍ର ଏବଂ ଫରେଷ୍ଟଗାର୍ଡ ପ୍ରମିଳା ସେଣଙ୍କୁ ଦାୟିତ୍ବ ଅବହେଳା ନିମନ୍ତେ ନିଲମ୍ବିତ…

ନିଲମ୍ବିତ ହେଲେ କମର୍ଦ୍ଦା ଥାନାର…

ବାଲେଶ୍ୱର: ମହଙ୍ଗା ପଡ଼ିଲା ପୋଲିସ ପାୱାରର ଅପବ୍ୟବହାର । ନିଲମ୍ବିତ ହେଲେ ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନାର ଏଏସ୍‌ଆଇ ଭକ୍ତହରି ପଟ୍ଟନାୟକ। ଅଭିଯୋଗକାରୀଙ୍କଠାରୁ ଲାଞ୍ଚ ନେବା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଏସ୍‌ପି ସୁଧାଂଶୁ ଶେଖର ମିଶ୍ର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ…

RSP ଗ୍ୟାସ୍ ଲିକ୍‌ ଘଟଣା, ଆଉ ଜଣେ…

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ୍ ଲିକ ଘଟଣାରେ ଆଜି ଆଉ ଜଣଙ୍କୁ ନିଲମ୍ବିତ କରାଯାଇଛି। ସେଫ୍ଟି ବିଭାଗର ଆସିଷ୍ଟାଣ୍ଟ ମ୍ୟାନେଜର ସ୍ମୃତିରଞ୍ଜନ ସାହୁଙ୍କୁ ନିଲମ୍ବିତ କରାଯାଇଛି। ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସିଇଓ ତାଙ୍କୁ ନିଲମ୍ବନ କରିଛନ୍ତି। ତେବେ ଗତକାଲି ଏହି ଘଟଣାରେ ୨ ଜଣ…

ଭଗବାନ ନାୟକ ବିଜେପିରୁ ନିଲମ୍ବିତ

ଭୁବନେଶ୍ୱର: ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ପୁରୀ ଜିଲ୍ଲା ବ୍ରହ୍ମଗିରି ମଣ୍ଡଳ ସଭାପତି ଭଗବାନ ନାୟକଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଗଲା ବୋଲି ରାଜ୍ୟ ମୁଖପାତ୍ର ଠାକୁର ରଣଜିତ୍ ଦାସ ସୁଚନା ଦେଇଛନ୍ତି ।

ପୀଡ଼ିତାଙ୍କୁ ନିର୍ଯାତନା ଦେଇ ନିଲମ୍ବିତ…

ନରସିଂହପୁର: ନାବାଳିକା ଦୁଷ୍କର୍ମ ପୀଡ଼ିତାଙ୍କୁ ଥାନାରେ ମାନସିକ ନିର୍ଯାତନା ଦେବା ଅଭିଯୋଗରେ କଟକ ଗ୍ରାମାଞ୍ଚଳ ଏସପି ବି. ଯୁଗଳ କିଶୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନରସିଂହପୁର ଥାନାର ସବଇନ୍ସପେକ୍ଟର ରବୀନ୍ଦ୍ର କୁମାର ନାୟକଙ୍କୁ ନିଲମ୍ବିତ କରାଯାଇଛି। ସେପଟେ ଦୁଷ୍କର୍ମ ମାମଲାର ମୁଖ୍ୟ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା, ଫରେଷ୍ଟର…

ରାଉରକେଲା: ଲାଞ୍ଚ ନେବା ପଡ଼ିଳା ମହଙ୍ଗା। ସୁନ୍ଦରଗଡ଼ ଜିଲ୍ଲାର ବାଙ୍କୀ ଫରେଷ୍ଟର ବିଜୟ କୁମାର କୋଠି ନିଲମ୍ବିତ ହୋଇଛନ୍ତି। ରାଉରକେଲା ଡି ଏଫ ଓ ସଞ୍ଜୟ କୁମାର ସ୍ବାଇଁ ତାଙ୍କୁ ନିଲମ୍ବନ କରିଛନ୍ତି। ସୂଚନାଯୋଗ୍ୟ, ଏକ ଜବତ ଗାଡ଼ିକୁ ରିଲିଜ କରିବା ପାଇଁ ଗତ ୧୯ ତାରିଖରେ ୧୦ ହଜାର ଟଙ୍କା ଲାଞ୍ଚ ନେଇ…

ତାମିଲନାଡୁର ୭ଟି ଜିଲ୍ଲାରେ ବନ୍ଦ ହେଲା…

ଭୁବନେଶ୍ୱର: ୨୫ ତାରିଖ ଅପରାହ୍ନରେ ତାମିଲନାଡ଼ୁ ଓ ପୁଡୁଚେରି ଉପକୂଳ ଅତିକ୍ରମ କରିବ ‘ନିଭାର୍‌’। ତେବେ‘ନିଭାର୍‌’ ଭୀଷଣ ବାତ୍ୟାର ରୂପ ନେଉଛି। ଉପକୂଳ ଅତିକ୍ରମରେ ପବନର ବେଗ ୧୦୦ରୁ ୧୧୦ କିମି ମଧ୍ୟରେ ରହିବ। ସ୍ଥଳବିଶେଷରେ ୧୨୦ କିମି ବେଗରେ ପବନର ଝଟ୍‌କା ଅନୁଭୂତ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ…

ନିଲମ୍ବିତ ହେଲେ ନନ୍ଦପୁର ସିଡିପିଓ

ଭୁବନେଶ୍ବର: ନିଲମ୍ବିତ ହେଲେ ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କୋରାପୁଟ ଜିଲ୍ଲାପାଳ ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ରଙ୍କୁ ନିଲମ୍ବନ କରିଛନ୍ତି। ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରାପଡିଥିଲେ ସିଡିପିଓ। ଏକ ଏସଏଚଜି ଗ୍ରୁପଠାରୁ ୧ଲକ୍ଷ…

ବିଜେଡିରୁ ନିଲମ୍ବିତ ହେଲେ ଜୀବନ ପ୍ରଦୀପ…

ଭୁବନେଶ୍ୱର: ବିଜେଡିରୁ ନିଲମ୍ବିତ ହେଲେ ଜୀବନ ପ୍ରଦୀପ ଦାସ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଆଜି ବିଜେଡ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଜୀବନ ପ୍ରଦାପ ଦାସ ବାଲେଶ୍ୱରର ପୂର୍ବତନ ବିଧାୟକ।

ଗୁଣପୁର ତହସିଲଦାର ନିଲମ୍ବିତ

ଗୁଣପୁର: ରାୟଗଡା ଜିଲ୍ଲା ଗୁଣପୁର ତହସିଲଦାର ଲକ୍ଷ୍ମୀ ନାରାୟଣ ସାବତ ନିଲମ୍ବିତ ହୋଇଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ତାଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ଗତ ଶୁକ୍ରବାର ଦିନ ଓକିଲଗୁଡା ପଥର ଖାଦାନରେ ବିସ୍ଫୋରଣ ଘଟି ତିନି ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ସେହି ଘଟଣାରେ କାର୍ଯ୍ୟାନୁଷ୍ଠାନ…