ଆନ୍ଦୋଳନ କରିବ ବିଏଡ୍ ଶିକ୍ଷକ ସଂଘ
ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ଶିକ୍ଷୟିତ୍ରୀ-ଶିକ୍ଷକଙ୍କ ଉପରେ ଆକ୍ରମଣ ବଢ଼ିଚାଲିଛି। କଟକ ଜିଲ୍ଲା ନିଆଳି ବ୍ଲକ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ମୁଦୁଲିଙ୍କୁ ଆକ୍ରମଣ ହୋଇଛି। ଶିକ୍ଷୟିତ୍ରୀ ଜଣକ ଏବେ ମରଣ ସହ ଲଢେଇ କରୁଛନ୍ତି। ରାଜ୍ୟ ବିଏଡ୍ ଶିକ୍ଷକ ସଂଘ ପକ୍ଷରୁ…