Odisha Link
Bridging the Missing Links in Odisha
Browsing Tag

temple reopen

୨୯ରୁ ଖୋଲିବ ଯାଜପୁର ବିରଜା ମନ୍ଦିର

ଯାଜପୁର: ଆସନ୍ତା ୨୯ ତାରିଖରେ ଖୋଲିବ ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା' ବିରଜାଙ୍କ ମନ୍ଦିର। ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭକ୍ତମାନେ ମା’ଙ୍କ ଦର୍ଶନ କରିପାରିବେ। ଏନେଇ ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି। ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ମନ୍ଦିର ଖୋଲା ରହିବ ବୋଲି ଯାଜପୁର…

ମହାରାଷ୍ଟ୍ରରେ ଖୋଲିଲା ଧାର୍ମିକ ସ୍ଥଳ

ମହାରାଷ୍ଟ୍ର: ଆଜିଠୁ ମହାରାଷ୍ଟ୍ରରେ ଖୋଲିଲା ଧାର୍ମିକ ଅନୁଷ୍ଠାନ। ମହାରାଷ୍ଟ୍ର ସରକାର ଅନୁମତି ପରେ ଆଜିଠୁ ମନ୍ଦିର, ମସଜିଦ୍, ଗୀର୍ଜା ସମେତ ସମସ୍ତ ଧାର୍ମିକ ପୀଠ ଭକ୍ତଙ୍କ ପାଇଁ ଖୋଲିଛି। ଧାର୍ମିକ ଅନୁଷ୍ଠାନ ଖୋଲିବାକୁ ଅନୁମତି ଦେବା ସହ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଗାଇଡଲାଇନକୁ ମାନିବାକୁ…

ଏବେ ମନ୍ଦିର ଖୋଲିବା ଆଶା କ୍ଷୀଣ: ବିଏମସି…

ଭୁବନେଶ୍ବର: ରାଜଧାନୀରେ ମନ୍ଦିର ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ଶ୍ରୀ ଚୌଧୁରୀ କହିଛନ୍ତି, ରାଜଧାନୀ ଏବେ ମନ୍ଦିର ଖୋଲିବା ଆଶା କ୍ଷୀଣ।। ମନ୍ଦିର ଖୋଲିବ କି ନାହିଁ ସେ ନେଇ ବିଭିନ୍ନ ଦିଗକୁ ଆଲୋଚନା ଓ ବିଚାର ବିମର୍ଷ ଚାଲିଛି। ବିଶେଷଜ୍ଞ ଓ ଡାକ୍ତରୀଟିମ…