Odisha Link
Bridging the Missing Links in Odisha
Browsing Tag

TERRORIST ATTACK

ସିସିଟିଭିରେ କଏଦ ଆତଙ୍କୀ ହାମଲା

ଶ୍ରୀନଗର: ଜମ୍ମୁ-କାଶ୍ମୀରର ଶ୍ରୀନଗରରେ ଆତଙ୍କବାଦୀ ମାନେ ଗୁଳିକରି ଦୁଇଜଣ ପୋଲିସ କର୍ମୀଙ୍କୁ ହତ୍ୟା କରିଛନ୍ତି । ସୂଚନା ଅନୁସାରେ ଶ୍ରୀନଗରର ଉଚ୍ଚ ସୁରକ୍ଷା ଅଞ୍ଚଳ ହାୱାଇଆଡ୍ଡା ମାର୍ଗର ବଦ୍ଧତ ଅଞ୍ଚଳରେ ଆଜି ଲସ୍କର ଆତଙ୍କବାଦୀ ମାନେ ହମଲା କରିଛନ୍ତି। ଏଥିରେ ୨ ଜଣ ପୋଲିସ କର୍ମୀ ଶହୀଦ ହୋଇଥିବା ଖବର…

ଆତଙ୍କବାଦୀ ଆକ୍ରମଣ ଆଶଂକା, ବଢ଼ିଲା…

ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଚଳିତ ବର୍ଷ ଜାନୁୟାରୀ ୨୬ରେ ଦିଲ୍ଲୀ, ବୋଧଗୟା ଓ ଅଯୋଦ୍ଧାରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରାଯାଇଥିବା ନେଇ ସୂଚନା ମିଳିଛି। ଏ ନେଇ ଗୁଇନ୍ଦା ବିଭାଗ ପକ୍ଷରୁ ସତର୍କ କରାଯିବା ପରେ ସୁରକ୍ଷା…

ଆକତଙ୍କବାଦୀ ଆକ୍ରମଣରେ ୨ ଯବାନ ସହିଦ

ଶ୍ରୀନଗର : ଆଜି ଅପରାହ୍ନରେ ସନ୍ଦିଗ୍ଧ ଆତଙ୍କବାଦୀ ଓ ସୁରକ୍ଷା ବାହିନୀ ମୁହାଁ ମୁହିଁ ହୋଇଛନ୍ତି। କେନ୍ଦ୍ରୀୟ କାଶ୍ମୀରର ଶ୍ରୀନଗର ଜିଲ୍ଲାର ଏଚଏମଟି ଅଞ୍ଚଳରେ ହୋଇଥିବା ଆକ୍ରମଣରେ ଦୁଇ ଯବାନ ସହିଦ ହୋଇଛନ୍ତି ଓ ୨ ସୈନିକ ଆହତ ହୋଇଥିବା ଜଣେ ବରିଷ୍ଠ ପୁଲିସ ଅଧିକାରୀ କହିଥିଲେ।। କାଶ୍ମୀରର ଆଇଜି…

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ପଣ୍ଡ, ୨…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପଣ୍ଡ। ଆତଙ୍କବାଦୀ ଆକ୍ରମଣରେ ସଂପୃକ୍ତ ୨ ଜଣ ଜୈସ-ଇ-ମହମ୍ମଦ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଦିଲ୍ଲୀ ପୁଲିସ୍‌ର ସ୍ବତନ୍ତ୍ର ସେଲ୍ ଗତକାଲି ରାତିରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣକୁ ରୋକିବା ବେଳେ‌ ଦୁଇ ଆତଙ୍କୀକୁ ଗିରଫ କରିଛି। ଗିରଫ…

କୁଲଗ୍ରାମରେ ଆତଙ୍କୀ ଆକ୍ରମଣ, ୩ ବିଜେପି…

ଶ୍ରୀନଗର: ଅତଙ୍କବାଦୀଙ୍କ ଟାର୍ଗେଟରେ ବିଜେପି ନେତା। ଗୁରୁବାର ବିଳମ୍ବିତ ସଂଧ୍ୟାରେ ଜାମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲାର କାଜିଗୁଣ୍ଡ ଅଞ୍ଚଳରେ ତିନିଜଣ ସ୍ଥାନୀୟ ବିଜେପି ନେତାଙ୍କ ଉପରକୁ ଆତଙ୍କୀ ଆକ୍ରମଣ। ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଘଟଣାକୁ ନିଶ୍ଚିତ କରି…

ମୋଦିଙ୍କ ଉପରେ ଆତଙ୍କୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ: ବିହାର ନିର୍ବାଚନୀ ରାଲିରେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଆକ୍ରମଣ ଆଶଙ୍କା।ଆକ୍ରମଣ ଆଶଙ୍କାକୁ ନେଇ ସୁରକ୍ଷା ଏଜେନ୍ସି ଆଲର୍ଟରେ ରହିଛନ୍ତି। ନିଷିଦ୍ଧ ଖଲିସ୍ତାନୀ ଆତଙ୍କବାଦୀ ସଂଗଠନ ସହ ଜଡ଼ିତ ସଂସ୍ଥା ‘ଜଷ୍ଟିସ୍ ଫର୍ ଶିଖ୍’ର ମୁଖ୍ୟ ଗୁରପତୱନ୍ତ ସିଂହ ପନ୍ନୁ ପିଏମଙ୍କ…

ବାରାମୂଳାରେ ଗ୍ରେନେଡ ଆକ୍ରମଣ : ୬…

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ବାରାମୂଳା ଜିଲ୍ଲାରେ ଆତଙ୍କବାଦୀଙ୍କ ଗ୍ରେନେଡ ଆକ୍ରମଣ। ଆକ୍ରମଣରେ ୬ଜଣ ନାଗରିକ ଗୁରୁତର। ଆତଙ୍କବାଦୀମାନେ ସୋମବାର ସେନାର ଏକ ଗାଡ଼ିକୁ ଟାର୍ଗେଟ୍ କରି ଗ୍ରେନେଡ ଆକ୍ରମଣ କରିଥିଲେ। କିନ୍ତୁ ଗ୍ରେନେଡ ଲକ୍ଷ୍ୟ ବିଚ୍ୟୁତ ହୋଇ ରାସ୍ତାରେ ପଡ଼ିଲା। ଫଳରେ ରାସ୍ତାରେ ଗ୍ରେନେଡ…

ଆତଙ୍କବାଦୀ ଆକ୍ରମଣ : ୨ଯବାନ,ଜଣେ…

ଜାମ୍ମୁ: ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ। ସୋମବାର ବାରାମୂଳା ଜିଲ୍ଲାର କ୍ରେରି ଅଞ୍ଚଳରେ ସିଆରପିଏଫ ନାକା ପାର୍ଟି ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ଜଣେ ପୋଲିସ୍ ଅଫିସର ଏବଂ ୨ଜଣ ସିଆରପିଏଫ ଯବାନ ଶହୀଦ ହୋଇଯାଇଛନ୍ତି। ଆକ୍ରମଣ ପରେ ଆତଙ୍କବାଦୀ…

କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ…

ଶ୍ରୀନଗର: ଆତଙ୍କବାଦୀଙ୍କ ଆକ୍ରମଣରେ ଏକ ଅର୍ଧସାମରିକ ବାହିନୀ କ୍ୟାମ୍ପରେ ୩ ଜଣ ଯବାନଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଶନିବାର ସଂଧ୍ୟାରେ ସୋପର ଅଞ୍ଚଳରେ ଏହି ଆକ୍ରମଣ ଘଟିଛି। ଏକ ବାଇକ୍‌ରେ ଦୁଇ ବନ୍ଧୁକଧାରୀ ଆତଙ୍କବାଦୀ ଆସି କ୍ୟାମ୍ପ ଉପରକୁ ଆଖିବୁଜା ଗୁଳି…

ଗୁରୁଦ୍ବାରରେ ଆତଙ୍କବାଦୀ ଆକ୍ରମଣ, ୨୫…

ଓଏଲ୍‌ ବ୍ୟୁରୋ: ସାରା ବିଶ୍ବ କରୋନା ଭୂତାଣୁ ସହ ଲଢ଼େଇ ଜାରି ରଖିଥିବା ବେଳେ ଇସ୍‌ଲାମିକ୍‌ ଷ୍ଟେଟ୍‌ (IS) ଆତଙ୍କବାଦୀମାନେ ପୁଣି ନିଜର ଘୃଣ୍ୟ ଚେହେରା ଦେଖାଇଛନ୍ତି। ଆଫଗାନିସ୍ଥାନର ଏକ ୪୦୦ ବର୍ଷ ପୁରୁଣା ଗୁରୁଦ୍ବାର ଭିତରେ ପଶି ୨୫ ଜଣ ନିରୀହ ଶିଖଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ବୁଧବାର ଦିନ…