‘ଟାଇମ୍’ ପତ୍ରିକାର ହଣ୍ଡ୍ରେଡ୍ ନେକଷ୍ଟରେ…
ଭୁବନେଶ୍ବର: ଓଡ଼ିଆ ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କୁ ଆଉ ଏକ ସଫଳତା। ଅନ୍ତର୍ଜାତୀୟ ଖ୍ୟାତିସଂପନ୍ନ ‘ଟାଇମ୍’ ପତ୍ରିକାର ହଣ୍ଡ୍ରେଡ୍ ନେକଷ୍ଟ ବା ଆସନ୍ତା ଦିନର ୧୦୦ ଜଣ ପ୍ରଭାବଶାଳୀ ତାରକାଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଓଡ଼ିଆ ଝିଅ ଦୂତୀ। ବ୍ୟବସାୟ, ମନୋରଂଜନ, କ୍ରୀଡ଼ା, ରାଜନୀତି, ସ୍ୱାସ୍ଥ୍ୟ, ବିଜ୍ଞାନ ଓ ସମାଜ…