Odisha Link
Bridging the Missing Links in Odisha
Browsing Tag

today

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ଵର : ଆଜି ସନ୍ଧ୍ୟା ବସିବ ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ବସିବ କ୍ୟାବିନେଟ୍ ବୈଠକ। ଭିଡିଓ କନଫରେନ୍ସିଂ ଜରିଆରେ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ନେଇ ଆଶା କରାଯାଉଛି। ଆଜି…

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ…

ଭୁବନେଶ୍ୱର: ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ କଲେଜରେ ନାମଲେଖା ପାଇଁ ଆଜି ପୂର୍ବାହ୍ନ ୧୧ଟାରୁ ଆବେଦନ ଆରମ୍ଭ ହେବ। ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ କମନ୍ ଆପ୍ଲିକେସନ ଫର୍ମ (ସିଏଏଫ୍‌)ରେ ଆବେଦନ…

ଆଜି ସନ୍ଧ୍ୟା ୬ଟା ସୁଦ୍ଧା ସ୍ୱାଭାବିକ…

ନୂଆଦିଲ୍ଲୀ: ଆଜି ସନ୍ଧ୍ୟା ୬ଟା ସୁଦ୍ଧା ସମ୍ପୂର୍ଣ୍ଣ ଭାବେ ସ୍ୱାଭାବିକ ଏବଂ କାର୍ଯ୍ୟକ୍ଷମ ହେବ ୟେସ୍‍ ବ୍ୟାଙ୍କ। ଏନେଇ ୟେସ୍‍ ବ୍ୟାଙ୍କର ନବନିଯୁକ୍ତ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ସୂଚନା ଦେଇଛନ୍ତି। ପ୍ରଶାନ୍ତ କହିଛନ୍ତି ଯେ, ବ୍ୟାଙ୍କର ନଗଦ ସମସ୍ୟା ଏବେ ନାହିଁ। ସବୁ ଶାଖା…

ଆଜିଠୁ +୨ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର : ଆଜି ଠାରୁ ଆରମ୍ଭ ହେଉଛି ଚଳିତ ବର୍ଷ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମ ପରୀକ୍ଷା। ଚଳିତ ବର୍ଷ ରାଜ୍ୟରେ ମୋଟ ୩ଲକ୍ଷ ୫୦ହଜାର ୮ଶହ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ। ୧୬୨୮ ଶିକ୍ଷାନୁଷ୍ଠାନର ବିଦ୍ୟାର୍ଥୀ ୧୧୪୩ କେନ୍ଦ୍ରରେ ପରୀକ୍ଷା ଦେବେ। ପରୀକ୍ଷାରେ…

ଉପସ୍ଥାପିତ ହେବ ରାଜ୍ୟ ଆର୍ଥିକ ବଜେଟ୍‌…

ଭୁବନେଶ୍ବର: ଆଜି ବିଧାନସଭାରେ ଉପସ୍ଥାପିତ ହେବ ୨୦୨୦-୨୦୨୧ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ। ବିଜେଡି ସରକାରରଙ୍କ ପଞ୍ଚମ ପାଳିର ଏହା ଦ୍ବିତୀୟ ଆର୍ଥିକ ବଜେଟ୍‌। ଏହି ବଜେଟକୁ ଆଜି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଗତ କରିବେ। ଆଜିର ବଜେଟରେ ସରକାର ଲୋକଙ୍କ ପାଇଁ କିଛି ଜନହିତକର ଯୋଜନା ଆଣିପାରନ୍ତି…

ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା…

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା। ପରୀକ୍ଷା ସକାଳ ୧୦ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ଣ ୧ଟା ୩୦ ପର୍ଯ୍ୟନ୍ତ ଚାଲିବ। ସିବିଏସଇ ଦଶମ ପରୀକ୍ଷା ଆଜି ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ସରିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ।ପରୀକ୍ଷା…

ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ…

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ହେବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଲୋକସେବା ଭବନରେ ପୂର୍ବାହ୍ନ ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ଓ ଅପରାହ୍ନ ୧୨ଟା ୧୫ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…