Odisha Link
Bridging the Missing Links in Odisha
Browsing Tag

Train accident

ପିଛା ଛାଡ଼ୁନି ରେଳ ଦୁର୍ଘଟଣା: ଟ୍ରାକରୁ…

ଓଏଲ୍‌ ବ୍ୟୁରୋ: ପିଛା ଛାଡ଼ୁନି ରେଳ ଦୁର୍ଘଟଣା। ଉତ୍ତର ପ୍ରଦେଶ ପ୍ରୟାଗରାଜରେ ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ଖବର ସାମ୍ନାକୁ ଆସିଛି। ସୁହେଲଦେବ ସୁପରଫାଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଗାଜିପୁରରୁ ଆନନ୍ଦବିହାର ଅଭିମୁଖେ ଯାଉଥିବା ସୋହେଲ୍ ଦେବ ଏକ୍ସପ୍ରେସ୍ ଗତକାଲି ରାତିରେ ପ୍ରୟାଗରାଜ ଷ୍ଟେସନରୁ…

ଦୁର୍ଘଟଣାର ୨୦ ଘଣ୍ଟା ପରେ ଟ୍ରାକ୍‌ରେ…

ଓଏଲ୍‌ ବ୍ୟୁରୋ: ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାର ୨୦ ଘଣ୍ଟା ପରେ ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍। ଅପ୍‌ ଲାଇନ୍‌ରେ ଟ୍ରାଏଲ୍‌ ରନ୍‌ ପରେ ଚାଲିଲା ଏକ୍ସପ୍ରେସ ଟ୍ରେନ୍‌। ମରାମତି ପରେ ଅର୍ଥାତ ଅପରାହ୍ନ ୨ଟା ୩୬ ମିନିଟ୍‌ରେ ଚାଲିଲା ପ୍ରଶାନ୍ତି ଏକ୍ସପ୍ରେସ୍‌। ଏକ୍ସପ୍ରେସ ଟ୍ରେନ ଚାଲିବା ନେଇ ରେଲୱେ ସୂଚନା…

ଆନ୍ଧ୍ର-ଓଡ଼ିଶା ଟ୍ରେନ ଟ୍ରାଜେଡି:…

ଓଏଲ୍‌ ବ୍ୟୁରୋ: ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ରବିବାର ରାତିରେ ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା ହୋଇଥିଲା। ଯେଉଁଥିରେ ଏପର୍ଯ୍ୟନ୍ତ ୧୪ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ମୃତକଙ୍କ ମଧ୍ୟରେ ୩ ଜଣ ରେଳ କର୍ମଚାରୀ ରହିଥିବା ସୂଚନା ରହିଛି। ମୃତକଙ୍କ ମଧ୍ୟରୁ…

ଆନ୍ଧ୍ର-ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣା:…

ଓଏଲ୍‌ ବ୍ୟୁରୋ: ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଗତ ରାତିରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୧୩ ଛୁଇଁଛି। ମୃତକଙ୍କ ମଧ୍ୟରେ ୨ଜଣ ରେଳ କର୍ମଚାରୀ ଅଛନ୍ତି । ସେମାନଙ୍କ ମଧ୍ୟରେ ବିଶାଖାପାଟଣା-ରାୟଗଡାର ଲୋକୋ ପାଇଲଟ୍ ଓ ବିଶାଖାପାଟଣା-ପଲାସା…

ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା: ୩୩ଟି…

ଓଏଲ୍‌ ବ୍ୟୁରୋ: ରବିବାର ରାତିରେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା ହୋଇଥିଲା। ଯେଉଁଥିରେ ଏପର୍ଯ୍ୟନ୍ତ ୧୩ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଟ୍ରେନ୍‌ ଦୁର୍ଘଟଣା ଏତେ ଭୟଙ୍କର ହୋଇଛି ଯେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା…

ବିଶାଖାପାଟଣା-ରାୟଗଡ଼ା ଟ୍ରେନ ଦୁର୍ଘଟଣା:…

ଓଏଲ୍ ବ୍ୟୁରୋ: ପିଛା ଛାଡୁନି ରେଳ ଦୁର୍ଘଟଣା। ବାହାନଗା ଦୁର୍ଘଟଣା ପରେ ପୁଣି ଏକ ଛାତି ଥରା ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଥିଲା।ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଦୁର୍ଘଟଣା ହୋଇଥିଲା।ଗତ ରାତିରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ…

ଯାତ୍ରୀବାହୀ ଟ୍ରେନ୍‌ ଲାଇନଚ୍ୟୁତ୍‌:…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଟ୍ରେନ୍‌ ଟ୍ରାଜେଡି ବିଶ୍ବବାସୀଙ୍କ ମନରୁ ଲିଭି ନଥିବା ବେଳେ ଆଜି ପାକିସ୍ତାନରେ ହୋଇଛି ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା। ଆଜି ପାକିସ୍ତାନରେ ଗୋଟିଏ ଯାତ୍ରୀବାହୀ ଟ୍ରେନ୍‌ର ୧୦ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦…

ବାଲେଶ୍ବର ଟ୍ରେନ୍‌ ଟ୍ରାଜେଡି: ପୁଣି ୪…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଟ୍ରେନ୍‌ ଟ୍ରାଜେଡିର ସତ ଖୋଜିବାରେ ଲାଗିଛି ସିବିଆଇ। ଗିରଫ ହୋଇଥିବା ୩ ଅଭିଯୁକ୍ତଙ‌କୁ ଆଉ ୪ ଦିନିଆ ରିମାଣ୍ଡରେ ନେଇଚି ସିବିଆଇ। ସେମାନଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚୁରା କରିବ ସିବିଆଇ। ଏନେଇ ଅନୁମତି ଦେଇଛନ୍ତି ସ୍ପେଶାଲ କୋର୍ଟ। ଆଜି ସିନିୟର ସେକ୍ସନ ଇଞ୍ଜିନିୟର…

ବାହାନଗା ଟ୍ରେନ୍‌ ଟ୍ରାଜେଡି : ସାମ୍ନାକୁ…

ଓଏଲ ବ୍ୟୁରୋ: କରମଣ୍ଡଳର କଳାରାତିକୁ ପୁରିଛି ଏକ ମାସ। ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ହୋଇଥିବା ଟ୍ରେନ୍‌ ଟ୍ରାଜେଡିକୁ ପୁରିଛିଏକ ମାସ। ଟ୍ରେନ୍‌ ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ବି କଟକ ବଡ଼ ମେଡିକାଲ, ଭୁବନେଶ୍ବରର ଏମ୍ସରେ ବହୁ ଆହତଙ୍କ ଚିକିତ୍ସା ଚାଲିଛି।…

ବାହାନଗା ଟ୍ରେନ୍‌ ଟ୍ରାଜେଡିକୁ ମାସେ,…

ଓଏଲ୍‌ ବ୍ୟୁରୋ: କରମଣ୍ଡଳର କଳାରାତିକୁ ପୁରିଲା ଏକ ମାସ। ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ହୋଇଥିବା ଟ୍ରେନ୍‌ ଟ୍ରାଜେଡିକୁ ପୁରିଲା ଏକ ମାସ। ଟ୍ରେନ୍‌ ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ବି କଟକ ବଡ଼ ମେଡିକାଲ, ଭୁବନେଶ୍ବରର ଏମ୍ସରେ ବହୁ ଆହତଙ୍କ ଚିକିତ୍ସା ଚାଲିଛି।…