ଉଠା ଦୋକାନ ଉପରେ ମାଡ଼ିଗଲା ଟ୍ରକ୍, ୪…
ସମ୍ବଲପୁର: ସମ୍ବଲପୁର ଶାସନ ଥାନା ପରମାଣପୁର ଧନୁଯାତ୍ରା ମୀନାବଜାରରେ ଘଟିଛି ଅଘଟଣ। ଆଜି ଭୋରରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା କିଛି ଅସ୍ଥାୟୀ ଦୋକାନୀଙ୍କ ଉପରେ ଏକ ଟ୍ରକ୍ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ଅନୁସାରେ, ଜିଲ୍ଲାର ଶାସନ ଥାନା…